୧୭ ମାସ ପରେ ନ୍ୟାୟ ମିଳିଲା: ସିସୋଦିଆ

onl2
Please follow and like us:

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜାମିନ ପାଇଥିବା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଆପ୍‌ ନେତା ମନୀଷ ସିସୋଦିଆ ଗତକାଲି ଜେଲ୍‌ରୁ ମୁକୁଳିବାପରେ ଆଜି ପାର୍ଟି ଅଫିସରେ ଦଳୀୟ କର୍ମକର୍ତ୍ତାଙ୍କୁ ଉଦ୍‌ବୋଧନ ଦେଇଛନ୍ତି। ସି‌ସୋ‌ଦିଆ କହିଛନ୍ତି, ତାଙ୍କୁ ୭ରୁ ୮ ମାସ ମଧ୍ୟରେ ନ୍ୟାୟ ମିଳିବ ବୋଲି ଆଶା ଥିଲା କିନ୍ତୁ ଏଥିପାଇଁ ୧୭ ମାସ ଲାଗିଗଲା। ଆପ୍‌ କର୍ମୀମାନଙ୍କୁ ଉଦବୋଧନ ଦେବା ଅବସରରେ ସିସୋଦିଆ ସୁପ୍ରିମକୋର୍ଟ ରାୟକୁ ପ୍ରଶଂସା କରି କହିଛନ୍ତି, ଏକଛତ୍ରବାଦକୁ ଶେଷ କରିବାପାଇଁ କୋର୍ଟ ସମ୍ବିଧାନର କ୍ଷମତାକୁ ବ୍ୟବହାର କରିଛନ୍ତି ଏବଂ ପରିଶେଷରେ ସତ୍ୟର ଜୟ ହେଲା।

Please follow and like us:

Leave a Reply

Your email address will not be published. Required fields are marked *