admin

onl4

ଭିନେଶ ଫୋଗାଟ୍‌ଙ୍କୁ ମିଳିବ କି ରୌପ୍ୟ ପଦକ? ଆଜି ଆସିବ ଚୂଡ଼ାନ୍ତ ରାୟ

ରେସଲର ଭିନେଶ ଫୋଗାଟ୍‌ଙ୍କ ମେଡାଲ ସସପେନ୍ସ ଉପରୁ ଆଜି ହଟିବ ପରଦା। ଆଜି ସ୍ପଷ୍ଟ ହେବ ଭିନେଶଙ୍କୁ ଯୁଗ୍ମ ରୌପ୍ୟ ପଦକ ମିଳିବ ନା ନାହିଁ। ପ୍ୟାରିସ୍ ଅଲିମ୍ପିକ୍ସରେ ଯୁଗ୍ମ ରୌପ୍ୟ ପାଇବା ନେଇ ଭିନେଶ କୋର୍ଟ ଅଫ୍ ଆର୍ବିଟ୍ରେସନ୍ ଫର୍ ସ୍ପୋର୍ଟସରେ ଆବେଦନ କରିଥିଲେ। CAS ଭିନେଶଙ୍କ ଆବେଦନକୁ ଗ୍ରହଣ କରିଥିବା ବେଳେ ଏହାର ଶୁଣାଣି ଶେଷ ହୋଇଛି। ଆଜି ଏହାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇପାରେ ବୋଲି ଆଶା କରାଯାଉଛି। କୁସ୍ତି ୫୦ କେଜି…

Read More
onl3

୨୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ; ବିଜ୍ଞପ୍ତି ପ୍ରକାଶ

ଆସନ୍ତା ୨୨ ତାରିଖରେ ହେବ ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୬ଟି ପଞ୍ଚାୟତ ସମିତି ଅଧ୍ୟକ୍ଷ ସହ ଗୋଟିଏ ଉପାଧ୍ୟକ୍ଷ ପଦବୀ ପାଇଁ ହେବ ଉପନିର୍ବାଚନ। ୬ଟି ପଞ୍ଚାୟତ ସମିତି ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୩ଟି ଯଥା କବିସୂର୍ଯ୍ୟନଗର, ଖଲ୍ଲିକୋଟ ଏବଂ କୁକୁଡ଼ାଖଣ୍ଡିଁ। ସେହିପରି କଳାହାଣ୍ଡି ଜିଲ୍ଲାର ନର୍ଲା, ନବରଙ୍ଗପୁର ଜିଲ୍ଲାର ରାଇଘର ଏବଂ ନୟାଗଡ଼ ଜିଲ୍ଲାର ଭାପୁର ଅଧ୍ୟକ୍ଷ ପଦ ପାଇଁ ବି…

Read More
onl2

ବୈଷୟିକ ଶିକ୍ଷା ଓ ଗବେଷଣାରେ ଏନ୍‌ଆଇଟି ରାଜ୍ୟରେ ଶ୍ରେଷ୍ଠ

ରାଉରକେଲା: ସର୍ବଭାରତୀୟ ସ୍ତରରେ ପୁଣି ଚମକିଛି ରାଉରକେଲାସ୍ଥ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ(ଏନ୍‌ଆଇଟି)। କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପ୍ରକାଶିତ ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁସନାଲ ରୢାଙ୍କିଂ ଫ୍ରେମ୍‌ୱାର୍କ‌୍(ଏନ୍‌ଆଇଆର୍‌ଏଫ୍‌) ତାଲିକାରେ ଉତ୍କୃଷ୍ଟ ସ୍ଥାନରେ ରହିଛି। ଅନୁଷ୍ଠାନ ସମଗ୍ର ଦେଶରେ ସାମଗ୍ରିକ ବର୍ଗରେ ୩୪ତମ ସ୍ଥାନରେ ରହିଛି। ଏହି ବର୍ଗରେ ଏନ୍‌ଆଇଟି ଉପରକୁ କେବଳ ଶିକ୍ଷା ଓ ଅନୁଷ୍ଠାନ ଏବଂ କିଟ୍‌(ଭୁବନେଶ୍ବର) ରହିଛି। ବୈଷୟିକ ଶିକ୍ଷାନୁଷ୍ଠାନ ବର୍ଗରେ ଏନ୍‌ଆଇଟି ସମଗ୍ର ଦେଶରେ ୧୯ତମ ସ୍ଥାନରେ ରହିଛି। ଓଡ଼ିଶାର ଅନ୍ୟ ବୈଷୟିକ ଶିକ୍ଷାନୁଷ୍ଠାନ ତାଲିକାରେ ଏନ୍‌ଆଇଟି…

Read More
onl1

କାଲି ଟାଣି ନେଇଥିଲା କୁମ୍ଭୀର; ଆଜି ଉଦ୍ଧାର ହେଲା ମହିଳାଙ୍କ ମୃତଦେହ

କେନ୍ଦ୍ରାପଡା: ବ୍ରାହ୍ମଣୀ ନଦୀରେ ଗତକାଲି କୁମ୍ଭୀର ଟାଣି ନେଇଥିବା ମହିଳାଙ୍କର ମୃତଦେହ ଆଜି ସକାଳେ ଉଦ୍ଧାର କରାଯାଇଛି। ରାଜନଗରରେ କୁମ୍ଭୀର ଆତଙ୍କ ଖେଳିଯାଇଛି। ସ୍ତାନୀୟ ଅଞ୍ଚଳରେ ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଗତକାଲି ଶୌଚ ହେଲାବେଳେ ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର। ଶୌଚ ପାଇଁ ଯାଇଥିବା ସମୟରେ ମହିଳାଙ୍କୁ କୁମ୍ଭୀର ଟାଣିନେଇଥିବା ଅଭିଯୋଗ ହୋଇଥିଲା। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଆଳପୁଆ ଗାଁର ମଞ୍ଜୁଲତା ଭଞ୍ଜ ଘର ପାଖ ବ୍ରାହ୍ମଣୀ ନଦୀକୁ ଶୌଚ ପାଇଁ ଯାଇଥିଲେ। ତେବେ…

Read More
onl4

ବାଂଲାଦେଶରେ ରାସ୍ତାକୁ ଓହ୍ଲାଇଲେ ଲକ୍ଷ ଲକ୍ଷ ହିନ୍ଦୁ, ଆକ୍ରମଣ ବିରୋଧରେ ଉଠାଇଲେ ସ୍ୱର

ଶେଖ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଭାରତ ପଳାଇ ଆସିବା ପରେ ବାଂଲାଦେଶରେ ବସବାସ କରୁଥିବା ହିନ୍ଦୁ ଓ ଅନ୍ୟ ସଂଖ୍ୟାଲଘୁ ସଂପ୍ରଦାୟ ଉପରେ ଆକ୍ରମଣ କରାଯାଉଛି। ଏହାର ପ୍ରତିବାଦରେ ଶନିବାର ଲକ୍ଷ ଲକ୍ଷ ହିନ୍ଦୁ ଢାକା ଓ ଚିଟ୍ଟାଗଙ୍ଗରେ ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିଛନ୍ତି। ସଂଖ୍ୟାଲଘୁ ସଂପ୍ରଦାୟର ଲୋକଙ୍କୁ ନିର୍ଯାତନା ଦେଉଥିବା ଲୋକଙ୍କ ବିରୋଧରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ୱତନ୍ତ୍ର ଟ୍ରିବ୍ୟୁନାଲ ଗଠନ, ସଂସଦରେ ସଂଖ୍ୟାଲଘୁଙ୍କ ପାଇଁ ୧୦% ଆସନ ସଂରକ୍ଷଣ ଓ ଏକ…

Read More
onl3

ଆପ୍‌ର ପ୍ରଚାର ମଙ୍ଗ ଧରିବେ ସିସୋଦିଆ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ଜେଲରେ ଅଛନ୍ତି। ତାଙ୍କ ଅନୁପସ୍ଥିତିରେ ନିକଟରେ ଜେଲରୁ ବାହାରିଥିବା ଆପର ନମ୍ବର ୨ ନେତା ମନୀଷ ସିସୋଦିଆଙ୍କୁ ଗୁରୁଦାୟିତ୍ୱ ମିଳିବ। ନିକଟରେ ଅନୁଷ୍ଠିତ ହେବାକୁ ଥିବା ଦିଲ୍ଲୀ ଓ ହରିୟାଣା ବିଧାନସଭା ନିର୍ବାଚର ପ୍ରଚାର ମଙ୍ଗ ସିସୋଦିଆ ଧରିବେ। ତାଙ୍କ ନେତୃତ୍ୱରେ ଆପ୍‌ ଦୁଇଟି ଯାକ ବିଧାନସଭା ନିର୍ବାଚନ ଲଢ଼ିବ ବୋଲି ଜଣାପଡ଼ିଛି। ଦିଲ୍ଲୀ ଅବକାରୀ ନୀତି ସହ ଜଡ଼ିତ ଦୁର୍ନୀତି ଓ ମନି ଲଣ୍ଡରିଂ ମାମଲାରେ ସିସୋଦିଆ…

Read More
onl2

ମମତା ବାନାର୍ଜୀଙ୍କୁ ଫୋନ୍‌ କଲେ ମୋହନ ମାଝୀ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ୍‌ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ କଥା ହୋଇଛନ୍ତି। ଆଳୁ ଯୋଗାଣ ସମସ୍ୟା ସ୍ୱଭାବିକ କରିବାକୁ ମମତାଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ମମତା ପ୍ରତିଶ୍ରୁତି ଦେଇଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଦିଲ୍ଲୀରେ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା। ମାତ୍ର କିଛିଦିନ…

Read More
onl1

ପାଣ୍ଡିଆନଙ୍କ ହେଲିକପ୍ଟର୍‌ ଉଡ଼ା ପ୍ରସଙ୍ଗ: ହେଲିପ୍ୟାଡ୍‌ ନିର୍ମାଣର ତଦନ୍ତ ହେବ

ଭୁବନେଶ୍ବର: ସରକାରୀ ଚାକିରିରେ ଥିବା ସମୟରେ ଭି କେ ପାଣ୍ଡିଆନ ରାଜ୍ୟ ସାରା ହେଲିକପ୍ଟରରେ ବୁଲୁଥିଲେ। ପାଖାପାଖି ୪୦୦ ଜାଗା ବୁଲିଛନ୍ତି। ଲୋକଙ୍କଠାରୁ ଅଭିଯୋଗ ପତ୍ର ଗ୍ରହଣ କରିବା ବାହାନାରେ ବ୍ୟୟବହୁଳ ଗସ୍ତ କରୁଥିଲେ। ଏବେ ଏହାକୁ ସବୁ ଦିଗରୁ ତଦନ୍ତ କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଦୁଇ ଦିନ ତଳେ ପରିବହନ ମନ୍ତ୍ରୀ ହେଲିକପ୍ଟର ଖର୍ଚ୍ଚର ତଦନ୍ତ ହେବ ବୋଲି କହିଥିଲା ବେଳେ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହି ପ୍ରସଙ୍ଗରେ ମୁହଁ…

Read More
onl4

ଭାରତକୁ ୪ ଖେଳରୁ ୬ ପଦକ: ୧୨ଖେଳରେ ଖାଲି ହାତ

ପ୍ୟାରିସ୍: ଭାରତର ପ୍ୟାରିସ୍ ଅଲିମ୍ପିକ୍ସ ଅଭିଯାନ ବହୁ ଆଶା, ଆକାଂକ୍ଷା ନେଇ ଆରମ୍ଭ ହୋଇଥିଲା। ପ୍ୟାରିସ୍‌କୁ ୧୧୭ଜଣିଆ ଭାରତୀୟ ଦଳ ଯାଇଥିଲା। ପ୍ରକୃତରେ କିନ୍ତୁ ୧୧୨ ଜଣ ଭାରତୀୟ ଖେଳାଳି ୧୬ ଖେଳର ୬୯ ମେଡାଲ ଇଭେଣ୍ଟ୍‌ରେ ଅବତୀର୍ଣ୍ଣ ‌ହୋଇଥିଲେ। ତେବେ ଭାରତୀୟ ଦଳର ହାତକୁ ଆସିଛି ମାତ୍ର ୬ ପଦକ। ଭାରତୀୟମାନେ ଅଂଶଗ୍ରହଣ କରିଥିବା ୧୬ ଖେଳ ମଧ୍ୟରୁ କେବଳ ୪ଟିକୁ ଛାଡ଼ି ୧୨ଟି ଖେଳରେ ଭାରତ ପଦକ ଶୂନ୍ୟ ରହିଛି। ଭାରତୀୟ ଖେଳାଳିମାନେ ପଦକ…

Read More
onl3

ପ୍ରଧାନମନ୍ତ୍ରୀଙ୍କ ୱାୟନାଡ଼ ଗସ୍ତ: ଅସାଧାରଣ ବିପର୍ଯ୍ୟୟ, ସବୁ ସହାୟତା ମିଳିବ

ଭୂସ୍ଖଳନରେ ଛାରଖାର ହୋଇ ଯାଇଥିବା କେରଳର ୱାୟନାଡ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ପ୍ରଧାନମନ୍ତ୍ରୀ ୱାୟନାଡର ବିଭିନ୍ନ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି।   ପ୍ରଥମେ ଆକାଶମାର୍ଗରୁ ଭୁସ୍ଖଳନ ଉତ୍ପତ୍ତି ସ୍ଥଳ ଓ ଧ୍ୱସ୍ତ ବିଧ୍ୱସ୍ତ ଅଞ୍ଚଳ ବୁଲି ଦେଖିଥିଲେ ପ୍ରଧାନମନ୍ତ୍ରୀ। ଧ୍ୱସ୍ତସ୍ତୁପ ପାଲଟିଥିବା ପୁଞ୍ଚୁରି ମାଟମ୍, ମୁଣ୍ଡାକାଇ ଓ ଚୁରୁଲମାଲା ଅଞ୍ଚଳର ସ୍ଥିତି ପରଖିଛନ୍ତି ପ୍ରଧାନମନ୍ତ୍ରୀ। ଏହି ସମୟରେ କେରଳ ମୁଖ୍ୟମନ୍ତ୍ରୀ ପିନରାଈ ବିଜୟନ୍ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ଉପସ୍ଥିତ ଥିଲେ। ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବା ପରେ…

Read More