admin

onl4

ଇରାନ୍‌ରେ ରେକର୍ଡ ୮୨ଡିଗ୍ରି ଉତ୍ତାପ

ତେହରାନ୍‌: ଇରାନ୍‌ରେ  ବିଶ୍ବର ସର୍ବୋଚ୍ଚ ତାପମାତ୍ରା ଅନୁଭୂତ ହୋଇଛି। ଏହା ରେକର୍ଡ ୮୨.୨ ଡିଗ୍ରି ସେଣ୍ଟିଗ୍ରେଡ୍‌ ଛୁଇଁଥିବା ବେଳେ ବାୟୁର ଆର୍ଦ୍ରତାଙ୍କ (ଡିଉ ପଏଣ୍ଟ) ୩୬.୧ ଡିଗ୍ରି ସେଣ୍ଟିଗ୍ରେଡ୍‌ ରହିଛି।  ଗୁରୁବାର ଦାରିସ୍ତାନ ବିମାନବନ୍ଦର ନିକଟରେ ବାୟୁ ତାପମାତ୍ରା ୩୮.୯ ଡିଗ୍ରି ସେଣ୍ଟିଗ୍ରେଡ୍‌ ରହିଥିଲା ଓ ସାପେକ୍ଷ ଆଦ୍ରତା ୮୫ ପ୍ରତିଶତ ରହିଥିଲା। ବାୟୁମଣ୍ଡଳର ଏହି ସ୍ଥିତି ଶୁକ୍ରବାର ଅତି ଉଦ୍‌ବେଗଜନକ ଭାବେ ଅନୁଭୂତ ତାପମାତ୍ରାକୁ ୮୨ ଡିଗ୍ରି ଯାଏଁ ବୃଦ୍ଧି କରାଇଥିଲା। ଏହି ତାପମାତ୍ରା ପୃଥିବୀର…

Read More
onl3

ଛାତ୍ରୀନିବାସ ଶୌଚାଳୟରେ ଗୁପ୍ତ କ୍ୟାମେରା: ୩୦୦ ଭିଡିଓ ଲିକ୍‌, ପ୍ରବଳ ଉତ୍ତେଜନା

ମଛଲିପଟ୍ଟନମ୍: ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲ୍ଲାରେ ଥିବା ଏକ ଇଞ୍ଜିନିୟରିଂ କଲେଜର ଛାତ୍ରୀନିବାସ ଶୌଚାଳୟରୁ ଗୁପ୍ତ କ୍ୟାମେରା ମିଳିବା ପରେ ଛାତ୍ରୀମାନଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି।  ଏଥିପାଇଁ ଦୋଷୀଙ୍କ ବିରୋଧରେ ତତ୍କାଳ କାର୍ଯ୍ୟାନୁଷ୍ଠାନ ଦାବିରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ ହୋଇଛି। ଛାତ୍ରଛାତ୍ରୀ ଏକଜୁଟ ହୋଇ ବିଭିନ୍ନ ସ୍ଥାନରେ ପ୍ରତିବାଦ  କରିବାପରେ  ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଏକ ମାମଲା ରୁଜୁ କରାଯିବା ସହ ଜଣେ ଶେଷ…

Read More
onl2

ଲଗାଣ ବର୍ଷାରେ ବେହାଲ, ମାଲକାନଗିରି ସହରରେ ଆଣ୍ଠୁଏ ପାଣି

ମାଲକାନଗିରି: ଲଗାଣ ବର୍ଷାରେ ପୁଣି ବୁଡ଼ିଲା ପୋଲ। ଯାତାୟାତ ବାଧାପ୍ରାପ୍ତ। ମାଲକାନଗିରି ଜିଲ୍ଲା କାଙ୍କରକୋଣ୍ଡା ଓ କନ୍ୟାଆଶ୍ରମ ପୋଲ ଉପରେ ୨ ଫୁଟର ପାଣି ପ୍ରବାହିତ ହେଉଥିବା ବେଳେ ଗମନାଗମନ ବାଧାପ୍ରାପ୍ତ ହୋଇଛି। ଗତକାଲିଠାରୁ ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଲାଗିରହିଛି। ପୋଲ ଉପରେ ପାଣି ଥିବାରୁ ୩୨୫ ନମ୍ବର ଜାତୀୟ ରାଜପଥର ଉଭୟ ପାଖରେ ଅଟକି ରହିଛି ଶହ ଶହ ଗାଡ଼ି। ମାଲକାନଗିରିରୁ କାଲିମେଳା, କାଲିମେଳାରୁ ପଡ଼ିଆକୁ ଯୋଗାଯୋଗ ବିଛିନ୍ନ ହୋଇଛି। ସେପଟେ ଗତକାଲି ସନ୍ଧ୍ୟାରେ…

Read More
onl1

ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ନିମ୍ନମାନର ଛତୁଆ ଯୋଗାଣକୁ ନେଇ  ବିଧାନସଭାରେ କେତେକ ବିଧାୟକ ଉଦବେଗ ପ୍ରକାଶ କରିଛନ୍ତି। ଏଥିଲାଗି ଗୃହରେ କାର୍ଯ୍ୟାନୁଷ୍ଠାନ ଲାଗି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ନିର୍ଦ୍ଦେଶ ଦେଲେ ବାଚସ୍ପତି। ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୁରମା ପାଢ଼ୀ। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ନିର୍ଦ୍ଦେଶ ଦେବା ସହ ନିମ୍ନମାନର ଛତୁଆ ଯୋଗାଣ କେଉଁ ଅନୁଷ୍ଠାନ କରିଛନ୍ତି, ସେ ବାବଦରେ…

Read More
onl4

ଗୁଜରାଟରେ ବନ୍ୟାସ୍ଥିତି ଗମ୍ଭୀର: ୩୧ ମୃତ, ୩୦ ହଜାର ସ୍ଥାନାନ୍ତର

ଗା‌ନ୍ଧୀନଗର: ଗୁଜରାଟରେ ବନ୍ୟା ସ୍ଥିତି ଭୟଙ୍କର ରୂପ ନେଇଛି। ପ୍ରବଳ ବର୍ଷା ଏବଂ ବନ୍ୟା ଯୋଗୁଁ ରାଜ୍ୟରେ ଗତ ୪ ଦିନ ମଧ୍ୟ‌ରେ ୩୧ ଜଣଙ୍କର ମୃତ୍ୟୁ ଘଟିଛି। ଆସନ୍ତାକାଲି ମଧ୍ୟ  ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।  ରାଜ୍ୟରେ ନଦୀଗୁଡ଼ିକ ବିପଦ ସଙ୍କେତ ଟପି ପ୍ରବାହିତ ହେଉଛି ଏବଂ ୩୦ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।  ରାଜ୍ୟ ସରକାର  କହିଛନ୍ତି ଯେ…

Read More
onl3

ପାରାଅଲିମ୍ପିକ୍ସ: ବିଶ୍ୱ ରେକର୍ଡ ଅଳ୍ପକେ ମିସ୍‌ କଲେ ଭାରତର ହାତ ନଥିବା ତୀରନ୍ଦାଜ

ଭାରତର ତଥା ବିଶ୍ୱର ଏକମାତ୍ର ହାତ ନଥିବା ମହିଳା ତୀରନ୍ଦାଜ ଶୀତଲ ଦେବୀ ପ୍ୟାରିସ ଅଲିମ୍ପିକ୍ସରେ ବିଶ୍ୱ ରେକର୍ଡକୁ ଅଳ୍ପକେ ମିସ୍‌ କରି ଯାଇଛନ୍ତି। ମହିଳା ବ୍ୟକ୍ତିଗତ କମ୍ପାଉଣ୍ଡ ପ୍ରତିଯୋଗିତାରେ ଶୀତଲ କମାଲ କରିଥିଲେ ହେଁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ରାଙ୍କିଙ୍ଗ ରାଉଣ୍ଡରେ ଭାଗ ନେଇଥିବା ଶୀତଲ ୭୦୩ ପଏଣ୍ଟ ସ୍କୋର କରି ପ୍ରଥମେ ପାରା ଗେମ୍ସ ଓ ବିଶ୍ୱ ରେକର୍ଡକୁ ଭାଙ୍ଗି ଦେଇଥିଲେ। କିନ୍ତୁ ସମାନ ପ୍ରତିଯୋଗିତାରେ ଭାଗ ନେଇଥିବା ତାଙ୍କ ପ୍ରତିପକ୍ଷ ଖେଳାଳି କିଛି…

Read More
onl2

ସେପ୍ଟେମ୍ବର ୯ରେ ନୂଆଖାଇ ଛୁଟି, ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ-ଶିକ୍ଷାନୁଷ୍ଠାନ

ଭୁବନେଶ୍ବର: ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗଣପର୍ବ ନୂଆଖାଇ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ପାଳନ ହେବ। ଏହି ପର୍ବ ପାଇଁ ପଶ୍ଚିମ ଓଡ଼ିଶାରେ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପଶ୍ଚିମ ଓଡ଼ିଶାରୁ ଯାଇ ଅନ୍ୟତ୍ର ରହୁଥିବା ଲୋକେ ମଧ୍ୟ ଜନ୍ମମାଟିକୁ ଫେରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଥିବା ବେଳେ ସରକାରୀ ସ୍ତରରେ ଛୁଟି ଘୋଷଣା କରାଯାଇଛି। ରାଜ୍ୟ ସରକାର ଆସନ୍ତା ୯ ତାରିଖକୁ ସରକାରୀ ଛୁଟି ଘୋଷଣା ‌କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି କହିଛନ୍ତି,…

Read More
onl1

ଆଜି କୋରାପୁଟ ଓ ଗଜପତି ଜିଲ୍ଲାରେ ସ୍କୁଲ୍‌ ଛୁଟି

ଆଜି କୋରାପୁଟ ଓ ଗଜପତି ଜିଲ୍ଲାରେ ସମସ୍ତ ସ୍କୁଲ୍‌ ବନ୍ଦ ରହିବ। ଏହି ଦୁଇ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବାର ଥିବାରୁ ଉଭୟ ଜିଲ୍ଲାରେ ସ୍କୁଲ ଛୁଟି ରହିବ ବୋଲି  ଘୋଷଣା କରିଛନ୍ତି ଜିଲ୍ଳାପାଳ। କୋରାପୁଟ ଜିଲ୍ଲାରେ  ସମସ୍ତ ସ୍କୁଲ ସହ  ବନ୍ଦ ରହିବ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର। ସେହିପରି ଅଗ୍ନିଶମ ଏବଂ ଓଡ୍ରାଫ୍ ଟିମକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଏଥିସହ ବର୍ଷା ବେଳେ ଘରୁ ନ ବାହାରିବାକୁ ଏବଂ ନିଜ ନିଜର ପକ୍କା ଘର ନଚେତ୍…

Read More
onl4

ପିପିଲି ପରେ ଡେଲାଙ୍ଗରେ ବାର୍ଡ ଫ୍ଲୁ: କୁକୁଡ଼ା ଚିଆଁ ମାରିଲା ପ୍ରଶାସନ

ପିପିଲି: ପିପିଲି ପରେ ଏବେ ନିମାପଡା ଡେଲାଙ୍ଗ ବାର୍ଡ  ଫ୍ଲୁ ସନ୍ଦେହ ସୃଷ୍ଟି ହୋଇଛି। ଇତିମଧ୍ୟରେ  ହଜାର ହଜାର କୁକୁଡ଼ା ମଲେଣି। ନିମାପଡା ଓ ଡେଲାଙ୍ଗରୁ କୁକୁଡ଼ାଙ୍କ ନମୁନା ପରୀକ୍ଷା ପାଇଁ  ଭୋପାଳ ପଠାଯାଇଛି।  ସରକାରୀ କେନ୍ଦ୍ରରେ ୩୪୮୪ ଟି ନମୁନାର ପରୀକ୍ଷା ଜାରି ରହିଛି। ଚାଷୀ ନିଜେ ମଲା କୁକୁଡ଼ାଙ୍କୁ ପୋତୁଛନ୍ତି। ଇତିମଧ୍ୟରେ ପିପିଲି ଡେଲାଙ୍ଗରେ  ହଜାର ହଜାର କୁକୁଡ଼ା ମଲେଣି। ନାଳ ନର୍ଦ୍ଦମା ଏବଂ କେନାଲରେ ଚାଷୀ ମଲା କୁକଡ଼ାଙ୍କୁ  ଫୋପାଡ଼ିଦେଉଥିବା ଅଭିଯୋଗ ହେଉଛି। ପ୍ରଶାସନ…

Read More
onl3

ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ଘରବାହୁଡ଼ା

ଯାଜପୁର/ବରୀ: ରାଜ୍ୟ ରାଜନୀତିର ହଟ୍‌ସ୍ପଟ୍‌ ଯାଜପୁର ଜିଲ୍ଲାରେ ଚାଲିଥିବା ଦଳବଦଳ ରାଜନୀତି ଏବେ ବେଶ୍‌ ଚର୍ଚ୍ଚାରେ। ସକାଳେ ଯିଏ ବିଜେପିକୁ ଯାଉଛନ୍ତି, ସନ୍ଧ୍ୟାରେ ସ୍ଥାନୀୟ ନେତା ପୁଣି ସେମାନଙ୍କୁ ନିଜ ଦଳକୁ ଫେରାଇ ଆଣିବା ଲାଗି ସବୁ ବଳ ଖଟାଇ ଦେଉଛନ୍ତି। ସମ୍ମାନ ରକ୍ଷା ଓ ପତିଆରା ବୃଦ୍ଧି ପାଇଁ ଜିଲ୍ଲାରେ ଦୁଇ ପ୍ରମୁଖ ଦଳ ଏବେ ଛକାପଞ୍ଝା ସ୍ଥିତିରେ ରହିଛନ୍ତି। ଜିଲ୍ଲାର ଏ ଦଳ ଡିଆଁ ରୋଗ ଆଗକୁ ମହାମାରୀ ରୂପ ନ ନେଉ, ସେଥିପାଇଁ…

Read More