admin

onl2

ପୋଲାଣ୍ଡରେ ମୋଦୀଙ୍କୁ ଭବ୍ୟ ସ୍ବାଗତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୋଲାଣ୍ଡ ଗସ୍ତ ଆଜିଠାରୁ ଆରମ୍ଭ ହୋଇଛି। ଆଜି ସନ୍ଧ୍ୟାରେ ମୋଦୀ ପୋଲାଣ୍ଡ ପହଞ୍ଚିଛନ୍ତି। ଦୀର୍ଘ ୪୫ ବର୍ଷ ମଧ୍ୟରେ ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ମୋଦୀ ପୋଲାଣ୍ଡ ଗସ୍ତ କରିଛନ୍ତି। ଆଜି ସନ୍ଧ୍ୟାରେ ମୋଦୀ ପୋଲାଣ୍ଡ ରାଜଧାନୀ ୱାରସାରେ ପହଞ୍ଚିବାପରେ ‌ତାଙ୍କୁ ପୋଲାଣ୍ଡର ଉପବିଦେଶ ମନ୍ତ୍ରୀ ଭବ୍ୟ ସ୍ବାଗତ କରି ପାଛୋଟି ନେଇଥିଲେ। ଭାରତୀୟ ବଂଶୋଦ୍ଭବ ସଦସ୍ୟ ମଧ୍ୟ ମୋଦୀଙ୍କ ହାତରେ ରାକ୍ଷୀ ବାନ୍ଧି ତାଙ୍କୁ ସ୍ବାଗତ କରିଥିଲେ। ପୋଲାଣ୍ଡ ଗସ୍ତ ଅବସରରେ…

Read More
onl1

ସକାଳୁ ସକାଳୁ ରେଞ୍ଜରଙ୍କ ଘରେ ଭିଜିଲାନ୍ସ: ୩ଟି ସ୍ଥାନରେ ଚଢ଼ାଉ

ଢେଙ୍କାନାଳ: ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବିଭୁଦାନନ୍ଦଙ୍କ ଘର ସମେତ ୩ଟି ସ୍ଥାନରେ  ଚଢ଼ାଉ କରାଯାଇଛି। ବିଭୁଦାନନ୍ଦଙ୍କ ଢେଙ୍କାନାଳ ସହରର ଷ୍ଟେସନ ବଜାରରେ ଥିବା ଘର, ସଦର ରେଞ୍ଜ ଅଫିସ ଓ ସରକାରୀ କ୍ଵାର୍ଟର୍ସ ସମେତ କଟକ ଓ ଭୁବନେଶ୍ୱରରେ ମଧ୍ୟ ଏକକାଳୀନ ଚଢ଼ାଉ କରାଯାଇଛି।ଭିଜିଲାନ୍ସ ଘଟଣାର ତଦନ୍ତ କରି ଗୁରୁବାର ସକାଳେ ତାଙ୍କ ଘରେ ଚଢ଼ାଉ କରିଥିବା ଜଣାଯାଇଛି।ଏହି ଚଢ଼ାଉରେ…

Read More
onl4

ବାଂଲାଦେଶରେ ହେବନି ମହିଳା ଟି-୨୦ ବିଶ୍ୱକପ, ନୂଆ ସ୍ଥାନ ଘୋଷଣା କଲା ଆଇସିସି

ଆଇସିସି ମହିଳା ଟି-୨୦ ବିଶ୍ୱକପର ୯ମ ସଂସ୍କରଣ ବାଂଲାଦେଶରେ ହେବନାହିଁ। ଏହି ମେଗା ଟୁର୍ଣ୍ଣାମେଣ୍ଟ ବାଂଲାଦେଶ ବଦଳରେ ୟୁଏଇରେ ଅନୁଷ୍ଠିତ ହେବ। ତେବେ ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି) ହିଁ ଏହି ଟୁର୍ଣ୍ଣାମେଣ୍ଟର ପରିଚାଳନା କରିବ ବୋଲି ଆଇସିସି ପକ୍ଷରୁ ଘୋଷଣା କରାଯାଇଛି। ଅକ୍ଟୋବର ୩ରୁ ୨୦ ତାରିଖ ଯାଏ ବାଂଲାଦେଶରେ ମହିଳା ଟି-୨୦ ବିଶ୍ୱକପ ଖେଳାଯିବାର ଥିଲା। କିନ୍ତୁ ବାଂଲାଦେଶରେ ଏବେ ରାଜନୀତିକ ହିଂସା ଓ ହଟଚମଟ ଦେଖିବାକୁ ମିଳିଛି। ସେଠାରେ ହିଂସା ଜାରି ରହିଥିବାରୁ ଅନେକ…

Read More
onl3

ଗାଁରେ ପ୍ରତି ଘରୁ ଆବର୍ଜନା ସଂଗ୍ରହ କରିବାର ବ୍ୟବସ୍ଥା ରହିଛି: ପଂଚାୟତିରାଜ ମନ୍ତ୍ରୀ

କଠିନ ଓ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁର ପରିଚାଳନା ନିମନ୍ତେ ପଂଚାୟତଗୁଡ଼ିକରେ ପ୍ରତ୍ୟେକ ଘରୁ ଆବର୍ଜନା ସଂଗ୍ରହ କରିବାର ବ୍ୟବସ୍ଥା ରହିଛି ବୋଲି ରାଜ୍ୟ ପଂଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ କହିଛନ୍ତି । ତେବେ ପଂଚାୟତରୁ ନିର୍ଗତ ଆବର୍ଜନାର ପରିଚାଳନା ପାଇଁ ସ୍ୱତନ୍ତ୍ର ଅନୁଦାନ ପ୍ରଦାନ କରିବା ପାଇଁ ସରକାରଙ୍କ ଏପର୍ଯ୍ୟନ୍ତ କୌଣସି ପ୍ରସ୍ତାବ ନଥିବା ମନ୍ତ୍ରୀ ଶ୍ରୀ ନାଏକ ସ୍ପଷ୍ଟ କରିଛନ୍ତି । ଆଜି ବିଧାନସଭାରେ ବିଧାୟକ ବିଭୂତିଭୂଷଣ ବଳବନ୍ତରାୟଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ ମନ୍ତ୍ରୀ…

Read More
onl2

ସିମ୍ ବକ୍ସ ମାମଲା, ରାଜୁ ମଣ୍ଡଳ ପରିବାର ଲୋକଙ୍କୁ ଲକ୍ଷ୍ମୀସାଗର ଥାନାରେ ଜେରା

ଭୁବନେଶ୍ବର: ସିମ୍ ବକ୍ସ ମାମଲାରେ ରାଜୁ ମଣ୍ଡଳ ଗିରଫ ହେବା ଘଟଣାରେ ଆସିଲା ନୂଆ ଟ୍ୱିଷ୍ଟ। ରାଜୁ ମଣ୍ଡଳ ନିଖୋଜ ହେବା ନେଇ ପରିବାର ଲୋକ  ଥାନାରେ ଏତଲା ଦେଇଛନ୍ତି। ପଶ୍ଚିମବଙ୍ଗର ଏକ ଥାନାରେ ରାଜୁର ନିଖୋଜ ରିପୋର୍ଟ ଦେଲେ ଘର ଲୋକ। ମିସିଂ ରିପୋର୍ଟ ପାଇବା ପରେ ରାଜୁ ମଣ୍ଡଳ ମୋବାଇଲ ଫୋନ୍ ଟ୍ରାକ କରିଥିଲା ପଶ୍ଚିମବଙ୍ଗ ପୁଲିସ। ରାଜୁର ଲାଷ୍ଟ ଲୋକେଶନ୍ ଲକ୍ଷ୍ମୀସାଗର ଥାନା ସୋ କରିଥିଲା। ଲକ୍ଷ୍ମୀସାଗର ଥାନା ପୁଲିସ ସହ ପଶ୍ଚିମବଙ୍ଗ…

Read More
onl1

ଆଜି ଭାରତ ବନ୍ଦ; ଟ୍ରେନ, ଯାନବାହନ ଚଳାଚଳ ପ୍ରଭାବିତ

ଆଜି ଭାରତ ବନ୍ଦ । ଏସସି-ଏସଟି ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛନ୍ତି ବିଭିନ୍ନ ଦଳିତ ସଂଗଠନ। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ବନ୍ଦ ପ୍ରଭାବ। ପିକେଟିଂ କରି ରାସ୍ତାକୁ ଓହ୍ଲାଇଲେଣି ଆନ୍ଦୋଳନକାରୀ। ସମ୍ବଲପୁର କ୍ଷେତରାଜପୁର ଷ୍ଟେସନରେ ଆନ୍ଦୋଳନକାରୀମାନେ ଦୁଇଟି ଟ୍ରେନକୁ ଅଟକାଇଛନ୍ତି। ସମ୍ବଲପୁର-ପୁରୀ ଓ ସମ୍ବଲପୁର-ରାୟଗଡ଼ା ଇଣ୍ଟରସିଟି ଏକ୍ସପ୍ରେସକୁ ଅଟକାଇଛନ୍ତି ଆନ୍ଦୋଳନକାର। ସେପଟେ ବଲାଙ୍ଗିର ସହରରେ ଅନୁସୂଚିତ ଜାତି ଓ ଜନଜାତି ମିଳିତ କ୍ରିୟାନୁଷ୍ଠାନ…

Read More
onl5

ରିଲାଏନ୍ସ ସହ ଟାଟା ଭଳି ବଡ କମ୍ପାନୀରେ ଛଟେଇ ଯୋଗୁଁ ଚାଲିଗଲା ୫୨ ହଜାର କର୍ମଚାରୀଙ୍କ ଚାକିରି

ନୂଆଦିଲ୍ଲୀ: ଭାରତର ଯୁବପିଢ଼ିମାନଙ୍କ ମଧ୍ୟରେ ବେକାରୀ ସମସ୍ୟା ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି | ଦେଶରେ ଗତ ଆର୍ଥିକ ବର୍ଷରେ, ହଜାର ହଜାର ଲୋକ ଦେଶରେ ଛଟେଇର ଶିକାର ହୋଇଥିଲେ ଏବଂ ଆଶ୍ଚର୍ଯ୍ୟର କଥା ହେଉଛି, ଛଟେଇ କରିଥିବା କମ୍ପାନୀମାନଙ୍କ ମଧ୍ୟରେ ରିଲାଏନ୍ସ ଠାରୁ ଟାଟା ପର୍ଯ୍ୟନ୍ତ ଅନେକ କମ୍ପାନୀଙ୍କ ନାମ ରହିଛି। ଏକ ରିପୋର୍ଟରେ ଦର୍ଶାଯାଇଛି ଯେ ଗତ ଆର୍ଥିକ ବର୍ଷରେ ୫୨୦୦୦ ଲୋକଙ୍କର କେବଳ ରିଟେଲ କ୍ଷେତ୍ରରେ ଚାକିରି ହରାଇଛନ୍ତି। ଛଟେଇ…

Read More
onl4

ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲ୍‌ର ଟ୍ରେନି ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ମାମଲା: ଶୁଣାଣି ଆଜି

କୋଲକାତା: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲ୍‌ରେ ୩୧ ବର୍ଷ ବୟସ୍କା ଟ୍ରେନି ଡାକ୍ତରଙ୍କ ଭୟଙ୍କର ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ସୁପ୍ରିମକୋର୍ଟ ଶୁଣାଣି କରିବେ। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୁଡ଼ଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏକ ଖଣ୍ଡପୀଠରେ ଶୁଣାଣି ହେବ। ହାଇକୋର୍ଟ ଏହି ଅନୁସନ୍ଧାନକୁ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)କୁ ମଧ୍ୟ ହସ୍ତାନ୍ତର କରିଛନ୍ତି। ସର୍ବୋଚ୍ଚ ଅଦାଲତ ଆଜି କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୩୧ ବର୍ଷ ବୟସ୍କା…

Read More
onl3

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ପୁଣି ଅସୁସ୍ଥ: ଏମ୍ସରେ ଭର୍ତ୍ତି

ଭୁବନେଶ୍ବର: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ପୁଣି ଅସୁସ୍ଥ ହୋଇ ଦିଲ୍ଲୀ ଏମ୍ସରେ ସୋମବାର ବିଳମ୍ବିତ ରାତିରେ ଭର୍ତ୍ତି ହୋଇଛନ୍ତି। ମନ୍ତ୍ରୀ ଓରାମଙ୍କୁ ଏମ୍ସର ନ୍ୟୁ ପ୍ରାଇଭେଟ୍‌ ୱାର୍ଡରେ ଭର୍ତ୍ତି କରାଯାଇଛି। ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋହନଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଛନ୍ତି। ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।

Read More
onl2

ପିଏମ୍‌ଆବାସ ଯୋଜନାରେ ମିଳିବ ୧.୮୦ଲକ୍ଷ ଟଙ୍କା: ଘରପୋଡ଼ି କି ହାତୀ ନଷ୍ଟକଲେ ମିଳିବ ଅନ୍ତ୍ୟୋଦୟ ଗୃହ

ଏଣିକି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ ୧.୨୦ଲକ୍ଷ ଟଙ୍କା ପରିବର୍ତ୍ତେ ୧.୮୦ଲକ୍ଷ ଟଙ୍କା ଏବଂ ଶୌଚାଳୟ ନିର୍ମାଣ ପାଇଁ ମିଳୁଥିବା ୧୨ହଜାର ଟଙ୍କା ପରିବର୍ତ୍ତେ ୨୦ହଜାର ଟଙ୍କା ମିଳିବ ବୋଲି ରାଜ୍ୟ ପଂଚାୟତିରାଜ ମନ୍ତ୍ରୀ ରବି ନାଏକ ସୂଚନା ଦେଇଛନ୍ତି । ଏହାସହିତ ଘରପୋଡ଼ି କିମ୍ବା ହାତୀ ଦ୍ୱାରା ଘର ନଷ୍ଟ ହେଲେ ଅବା ପ୍ରାକୃତିକ ବିପର୍ଯ୍ୟୟରେ ବାସଘର ନଷ୍ଟ ହେଲେ ରାଜ୍ୟ ସରକାରଙ୍କ ନିଜସ୍ୱ ଯୋଜନା ଅନ୍ତ୍ୟୋଦୟ ଗୃହ ଯୋଜନାରେ ଘର ଯୋଗାଇ ଦେବାକୁ ଯୋଜନା…

Read More