
ବଜେଟରେ ଘୋଷଣା ପରେ କେତେ କମିବ ସୁନା ମୂଲ୍ୟ
ନୂଆଦିଲ୍ଲୀ: ଆଜି ମୋଦୀ ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ଉପସ୍ଥାପନ କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଏହି ବଜେଟ୍ ଉପସ୍ଥାପନ କରିଛନ୍ତି। ସୁନା ଓ ରୂପା ଉପରେ ସୀମା ଶୁଳ୍କ ୬ ପ୍ରତିଶତକୁ ହ୍ରାସ ପାଇବ, ଯାହାଦ୍ବାରା ଏହା ଶସ୍ତା ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଭାଷଣରେ ସୁନା ଓ ରୂପା ଉପରେ ସୀମା ଶୁଳ୍କ ୬ପ୍ରତିଶତକୁ ହ୍ରାସ କରିବାକୁ ପ୍ରସ୍ତାବ ଦେଇଥିଲେ । ସରକାରଙ୍କ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେବା ପରେ…