on3

କ୍ରୀଡ଼ା ପୁରସ୍କାରରୁ ବିଜୁଙ୍କ ନାଁ ହଟିବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାର ‘ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର’ର ନାମ ବଦଳାଇ ‘ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ’ କରିଥିଲେ। ଏନେଇ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗ ପକ୍ଷରୁ ଗତ ୧୯ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ବିଜେଡି ଏହାକୁ କଡ଼ା ସମାଲୋଚନା କଲା। ୪୮ଘଣ୍ଟା ମଧ୍ୟରେ ରାଜ୍ୟ ସରକାର ‘ୟୁ ଟର୍ଣ୍ଣ’ ମାରିଛନ୍ତି। ଖୋଦ୍‌ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମ ପ୍ରତିନିଧିଙ୍କୁ ଡାକି କହିଛନ୍ତି ଯେ ବିଜୁ ବାବୁଙ୍କ ନାମରେ ଦିଆଯାଉଥିବା କ୍ରୀଡ଼ା ପୁରସ୍କାରର ନାମ ବଦଳିବନି।…

Read More
on2

ଓଡ଼ିଶା ପ୍ରଦେଶ କମିଟିକୁ ଭଙ୍ଗ କଲା AICC

ଓଡ଼ିଶା ପ୍ରଦେଶ କମିଟିକୁ ଭଙ୍ଗ କଲା AICC। କଂଗ୍ରେସ ସଭାପତିଙ୍କ ଅନୁମୋଦନ କ୍ରମେ ସବୁ କମିଟି ଭଙ୍ଗ କରାଯାଇଛି। ପିସିସି ଓ କାର୍ଯ୍ୟକାରୀ କମିଟିକୁ ଭାଙ୍ଗି ଦିଆଯାଇଛି। ପିସିସି ସଭାପତିଙ୍କ ସମେତ ସମସ୍ତ ପଦାଧିକାରୀ ପଦବୀରୁ ହଟିଛନ୍ତି। ଏଥିସହ ଜିଲ୍ଲା, ବ୍ଲକ୍ ଓ ମଣ୍ଡଳସ୍ତରୀୟ କମିଟି ମଧ୍ୟ ଭଙ୍ଗ କରାଯାଇଛି। ନୂଆକମିଟି ଗଠନ ହେବା ଯାଏ ବର୍ତ୍ତମାନର ଜିଲ୍ଲା ସଭାପତି କାମଚଳା ସଭାପତି ଦାୟିତ୍ୱରେ ରହିବେ। ଓଡ଼ିଶା ପ୍ରଦେଶ କମିଟି ଭାଙ୍ଗିବା ପରେ କିଏ ହେବେ ନୂଆ…

Read More
on1

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର: ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର ହୋଇଥିବା ହେତୁ ରାଜ୍ୟର ଅଧିକାଂଶ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଦୂର ଦୂରାନ୍ତରୁ ପାଣି ଆଣି ଆସୁଥିବା କାଉଡିଆ ତଥା ଶିବ ଭକ୍ତଙ୍କ ଲମ୍ୱାଧାଡି ବିଭିନ୍ନ ଶୈବପୀଠକୁ ଲମ୍ୱିଛି । ଅନେକ ଶ୍ରଦ୍ଧାଳୁ ମାଇଲ ମାଇଲ ବାଟ ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିବାକୁ ବାହାରିଛନ୍ତି।…

Read More
on7

ଇଣ୍ଡିଆନ୍ ଟେଲି ଷ୍ଟ୍ରିମିଂ ଆୱାର୍ଡ ୨୦୨୪ ରେ ସ୍ଥାନ ପାଇଲା ଶ୍ରେଷ୍ଠ ଆଞ୍ଚଳିକ ୱେବ୍ ସିରିଜ୍ “ବାରଙ୍ଗ ୧୯୯୯”

୧୯ ଜୁଲାଇରେ ମୁମ୍ବାଇରେ ଅନୁଷ୍ଠିତ ହୋଇଥିବା ସମ୍ମାନଜନକ ଇଣ୍ଡିଆନ୍ ଟେଲି ଷ୍ଟ୍ରିମିଂ ଆୱାର୍ଡ ୨୦୨୪ ରେ କଞ୍ଚାଲଙ୍କାର ୱେବ୍ ସିରିଜ୍ “ବାରଙ୍ଗ ୧୯୯୯” କୁ ଶ୍ରେଷ୍ଠ ଆଞ୍ଚଳିକ ୱେବ୍ ସିରିଜ୍ ଭାବେ ପୁରସ୍କାରରେ ସମ୍ମାନିତ କରାଯାଇଛି। ଏହି ପୁରସ୍କାରକୁ କଞ୍ଚାଲଙ୍କାର କୋ ପ୍ରତିଷ୍ଠାତା ତଥା ଚେୟାରମ୍ୟାନ୍ ଶ୍ରୀ ଅକ୍ଷୟ କୁମାର ପରିଜା ଓ ସିରିଜର ନିର୍ଦ୍ଦେଶକ ଶ୍ରୀ ଅଜୟ ପାଢି ଗ୍ରହଣ କରିଛନ୍ତି। “ବାରଙ୍ଗ ୧୯୯୯” କାହାଣୀକୁ ଖାଲି ଓଡ଼ିଶା ନୁହଁ,ସାରା ଭାରତ ବର୍ଷ ଓ ଭାରତ…

Read More
on1

ଶଙ୍ଖ ଭବନକୁ ‌ନେଇ କେଁ: ରାଜ୍ୟବାସୀଙ୍କ କେଉଁ ସ୍ୱାର୍ଥରେ ଲାଗୁଛି ଶଙ୍ଖ ଭବନ?

ଭୁବନେଶ୍ୱରର ଗଙ୍ଗନଗର ମୌଜା ଅନ୍ତର୍ଗତ କ୍ୟାପିଟାଲ ହସ୍ପିଟାଲ ପାଶ୍ୱର୍ରେ ୧.୧୮୩ଏକର ପରିମିତ ଜମିରେ ବିଜେଡିର ରାଜ୍ୟ ମୁଖ୍ୟାଳୟ ‘ଶଙ୍ଖ ଭବନ’ ନିର୍ମାଣ ହୋଇଛି ।ୟୁନିଟ-୬ରେ ନିର୍ମାଣ ହୋଇଥିବା ବିଜେଡିର ମୁଖ୍ୟାଳୟ ‘ଶଙ୍ଖ ଭବନ’କୁ ନେଇ ବିବାଦ ସୃଷ୍ଟି ହୋଇଛି। ମୋଟ୍ ୪ଟି ପ୍ଲଟ୍ ଯଥା ପ୍ଲଟ୍ ନଂ-୭୯୭ର ଆଂଶିକ, ୮୦୦, ୭୯୭/୮୪୯ ଏବଂ ୭୯୮ର ଆଂଶିକର ୧ଏକର ୧୮୩ଡିସିମିଲ ଜମି ବିଜେଡି ମୁଖ୍ୟାଳୟ ପାଇଁ ଆବଣ୍ଟନ ହୋଇଥିବା ବେଳେ ପ୍ଲଟ୍ ନଂ-୭୯୮ର କିସମ ହେଉଛି ସଡ଼କ। ସଡ଼କ…

Read More
on4

ବିଜେଡି ବିଧାୟକଙ୍କ ସହଯୋଗୀଙ୍କୁ ରାସ୍ତାରୁ ଉଠାଇ ନେଲା ଭିଜିଲାନ୍ସ

ବିଜେଡି ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସହଯୋଗୀ ଦିନେଶ କୁମାର ରାଉତଙ୍କୁ ରାସ୍ତାରୁ ଉଠାଇ ନେଲା ଭିଜିଲାନ୍ସ। ତାଙ୍କଠାରୁ ୫ ଲକ୍ଷରୁ ଅଧିକ ଟଙ୍କା ଓ ବୋଲେରୋ ଜବତ କରିଛି। ଏଥିସହ ତାଙ୍କ ଘର ଓ ଦୋକାନରେ ଭିଜିଲାନ୍ସ ଚଢ଼ଉ ଚଳାଇଛି। କଳାହାଣ୍ଡି ଜିଲ୍ଲା ବିଜେଡି ସମ୍ପାଦକ ତଥା ଗୋଲାମୁଣ୍ଡା ବ୍ଲକ୍‌ ବୃନ୍ଦାବାହାଲ ପଞ୍ଚାୟତର ସରପଞ୍ଚ ହେଉଛନ୍ତି ଦିନେଶ କୁମାର ରାଉତ। ସେ ହେଉଛନ୍ତି ଜୁନାଗଡ଼ ବିଧାୟକ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ସହଯୋଗୀ। ଆଜି ସେ ଗୋଲାମୁଣ୍ଡାରୁ…

Read More
2

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ହୋଇଛି। କଟକ SCB ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ୨ ଦିନ ତଳେ ଅସୁସ୍ଥ ହୋଇ କଟକ ବଡ଼ ମେଡିକାଲ ଆଇସିୟୁରେ ଭର୍ତ୍ତି ହୋଇଥିଲେ କମଳା ପୂଜାରୀ। ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ତାଙ୍କୁ ମିଳିଥିଲା ପଦ୍ମଶ୍ରୀ ପୁରସ୍କାର।

Read More
pitambar acharya

ପୀତାମ୍ବର ଆଚାର୍ଯ୍ୟ ହେଲେ ଆଡଭୋକେଟ ଜେନେରାଲ

ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ୱ।ପୀତାମ୍ବରଙ୍କୁ ଏଜି ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର।୨୦୧୧ରେ ସେ ହାଇକୋର୍ଟର ବରିଷ୍ଠ ଆଇନଜୀବୀ ମାନ୍ୟତା ହାସଲ କରିଥିଲେ। ରତ୍ନଭଣ୍ଡାର ଖୋଲିବା ଓ ଚାବି ହଜିବା ମାମଲା, ପୁରୀର ବଗଲା ଧର୍ମଶାଳାର ବେଆଇନ ଆଲଟମେଣ୍ଟ, ଭଦ୍ରକରେ ରାମ ନବମୀ ପାଳନ ଉପରେ ଜିଲ୍ଲା ପ୍ରଶାସନର କଟକଣା, ଆମ ଓଡ଼ିଶା ନବୀନ ଓଡ଼ିଶା ସ୍କିମର ବୈଧତା ଆଦି ଗୁରୁତ୍ୱପୂର୍ଣ୍ଣ ମାମଲା ଓ PIL ଆଦି ପାଇଁ ବିଜେପି ପକ୍ଷରୁ ଲଢ଼ିଥିଲେ। ୨୦୧୭ରେ ସେ…

Read More
1

ବଜେଟ୍ ଛୁଇଁବ ୩ଲକ୍ଷ କୋଟି! ବଜେଟ୍ ଆକାର ୩୦% ବଢ଼ିପାରେ

ମନ୍ତ୍ରୀ ପରିଷଦ ବୈଠକରେ ବଜେଟ୍ ଉପରେ ମୋହର ବାଜିଲା ଭୁବନେଶ୍ବର: ଜୁଲାଇ ୨୨ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ୨୫ତାରିଖରେ ବିଜେପି ସରକାରର ପ୍ରଥମ ସାଧାରଣ ବଜେଟ୍ ଉପସ୍ଥାପନ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ମନ୍ତ୍ରିପରିଷଦ ବୈଠକରେ ଏହା ଉପରେ ମୋହର ବାଜିଥିବା କୁହାଯାଉଛି। ବଜେଟ୍ ଉପସ୍ଥାପନ ପୂର୍ବରୁ ରାଜ୍ୟ ସରକାର ବଜେଟ୍‌ର ଆକାର…

Read More
on5

ଜୀ-ସାର୍ଥକର ”ଦିଦି ନମ୍ବର ୧” ଯାକପଟ ରାଉଣ୍ଡରେ ବାଜି ମାରିଲେ କଳାହାଣ୍ଡିର ତୁଲାସା ନାୟକ

ଓଡ଼ିଶାର ଘରେ ଘରେ ପରିଚିତ, ରାଜ୍ୟର ୧ ନମ୍ବର ମନୋରଞ୍ଜନ ଚ୍ଯାନେଲ ଜୀ ସାର୍ଥକର ଗୋଟିଏ ପରେ ଗୋଟିଏ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ ଧାରାବାହିକ ଦର୍ଶକଙ୍କ ମନ ଜିତିନେଉଛି । କେବଳ ଧାରାବାହିକ ନୁହେଁ ବରଂ ରିଆଲିଟି ସୋ ମାଧ୍ୟମରେ ମଧ୍ୟ ସଫଳତାର ସହ ଆଗକୁ ବଢି ଚାଲିଛି । ସମ୍ପୂର୍ଣ ଓଡିଆ ଜାତି ଓ ଆମ ରାଜ୍ୟର ପ୍ରଥା, ପରମ୍ପରାକୁ ନେଇ ଓଡ଼ିଶାର ଲୋକପ୍ରିୟ ଅଭିନେତ୍ରୀ ଲିପିଙ୍କ ଉପସ୍ଥାପନାରେ ”ଦିଦି ନମ୍ବର ୧” ଦର୍ଶକଙ୍କ ଭଲ…

Read More