ମୋହନ ସରକାର ଭାଙ୍ଗିଦେଲେ ରାଜ୍ୟ ଯୋଜନା ବୋର୍ଡ :-

1
Please follow and like us:

ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିଥିବାରୁ ଦଳ ନିଜର ବରିଷ୍ଠ ନେତାମାନଙ୍କୁ ଏହି ବୋର୍ଡରେ କ୍ୟାବିନେଟ୍ ଓ ରାଷ୍ଟ୍ରମନ୍ତ୍ରୀ ପାହ୍ୟାର ସୁବିଧାସୁଯୋଗ ଦେଇ ଖୁବଶୀଘ୍ର ଥଇଥାନ କରିବାର ସମ୍ଭାବନା ରହିଛି । ରାଜ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ଆଜି ରାଜ୍ୟ ଯୋଜନା ବୋର୍ଡକୁ ଭାଙ୍ଗି ଦେଇଛନ୍ତି । ଏହାସହିତ ରାଜ୍ୟ ଯୋଜନା ବୋର୍ଡ ନୂଆ ଢଙ୍ଗରେ ପୁର୍ନଗଠନ ହେବାର ସମ୍ଭାବନା ସୃଷ୍ଟି ହୋଇଛି ।

ରାଜ୍ୟ ଯୋଜନା ବୋର୍ଡ ଭାଙ୍ଗିବା ପାଇଁ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁମୋଦନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଏପଟେ  ରାଜ୍ୟ ଯୋଜନା ବୋର୍ଡ ଭଙ୍ଗାଯିବା ପରେ ତାକୁ ବିଜେପି ସରକାର ଅଧିକ ପେଷାଦାର ଢଙ୍ଗରେ ପୁର୍ନଗଠନ କରିବେ ବୋଲି ସୂଚନା ମିଳିଛି ।

Please follow and like us:

Leave a Reply

Your email address will not be published. Required fields are marked *