
ମୁଣ୍ଡପିଛା ଆୟ ନେଇ ବିଶ୍ବବ୍ୟାଙ୍କ ରିପୋର୍ଟ: ଆମେରିକାର ଚଉଠେ ହେବାକୁ ଭାରତକୁ ୭୫ ବର୍ଷ ଲୋଡ଼ା
ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବାକୁ ଲକ୍ଷ୍ୟ ରଖିଥିବାବେଳେ ଭାରତକୁ ବ୍ୟଥିତ କରିବା ଭଳି ରିପୋର୍ଟ ବିଶ୍ବବ୍ୟାଙ୍କ ପ୍ରକାଶ କରିଛି। ଆମେରିକା ଅର୍ଥନୀତି ସହ ସମାନ ହେବା କଥା ଛାଡ଼ ଭାରତୀୟଙ୍କ ମୁଣ୍ଡପିଛା ଆୟ ଆମେରିକୀୟଙ୍କ ମୁଣ୍ଡପିଛା ଆୟର ଚଉଠେ ବା ଏକ ଚତୁର୍ଥାଂଶ ହେବାକୁ ୭୫ ବର୍ଷ ସମୟ ଲାଗିବ। ଭାରତ ସମେତ ଚୀନ, ବ୍ରାଜିଲ, ଦକ୍ଷିଣ ଆଫ୍ରିକା ଆଦି ଦେଶ ଉଚ୍ଚ ଆୟବର୍ଗର ଦେଶ ହେବା କ୍ଷେତ୍ରରେ…