
ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ
ଭୁବନେଶ୍ବର: ନିମ୍ନମାନର ଛତୁଆ ଯୋଗାଣକୁ ନେଇ ବିଧାନସଭାରେ କେତେକ ବିଧାୟକ ଉଦବେଗ ପ୍ରକାଶ କରିଛନ୍ତି। ଏଥିଲାଗି ଗୃହରେ କାର୍ଯ୍ୟାନୁଷ୍ଠାନ ଲାଗି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ନିର୍ଦ୍ଦେଶ ଦେଲେ ବାଚସ୍ପତି। ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୁରମା ପାଢ଼ୀ। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ନିର୍ଦ୍ଦେଶ ଦେବା ସହ ନିମ୍ନମାନର ଛତୁଆ ଯୋଗାଣ କେଉଁ ଅନୁଷ୍ଠାନ କରିଛନ୍ତି, ସେ ବାବଦରେ…