
ଜୀ-ସାର୍ଥକର ”ଦିଦି ନମ୍ବର ୧” ଯାକପଟ ରାଉଣ୍ଡରେ ବାଜି ମାରିଲେ କଳାହାଣ୍ଡିର ତୁଲାସା ନାୟକ
ଓଡ଼ିଶାର ଘରେ ଘରେ ପରିଚିତ, ରାଜ୍ୟର ୧ ନମ୍ବର ମନୋରଞ୍ଜନ ଚ୍ଯାନେଲ ଜୀ ସାର୍ଥକର ଗୋଟିଏ ପରେ ଗୋଟିଏ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ ଧାରାବାହିକ ଦର୍ଶକଙ୍କ ମନ ଜିତିନେଉଛି । କେବଳ ଧାରାବାହିକ ନୁହେଁ ବରଂ ରିଆଲିଟି ସୋ ମାଧ୍ୟମରେ ମଧ୍ୟ ସଫଳତାର ସହ ଆଗକୁ ବଢି ଚାଲିଛି । ସମ୍ପୂର୍ଣ ଓଡିଆ ଜାତି ଓ ଆମ ରାଜ୍ୟର ପ୍ରଥା, ପରମ୍ପରାକୁ ନେଇ ଓଡ଼ିଶାର ଲୋକପ୍ରିୟ ଅଭିନେତ୍ରୀ ଲିପିଙ୍କ ଉପସ୍ଥାପନାରେ ”ଦିଦି ନମ୍ବର ୧” ଦର୍ଶକଙ୍କ ଭଲ…