
ମହିଳା ଏସିଆ କପ୍: ପାକିସ୍ତାନକୁ ମାତ ଦେଲା ଭାରତ
ବିଜୟରୁ ଏସିଆ କପ ଅଭିଯାନ ଆରମ୍ଭ କରିଛି ଭାରତୀୟ ମହିଳା ଦଳ। ଶ୍ରୀଲଙ୍କାରେ ଆଜି ଠାରୁ ଏସିଆ କପ ଆରମ୍ଭ ହୋଇଛି। ଭାରତ ପ୍ରଥମ ମ୍ୟାଚରେ ଚୀରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଏକତରଫା ଭାବେ ୭ ୱିକେଟରେ ୩୫ ବଲ ପୂର୍ବରୁ ହରାଇ ଦେଇଛି। ଏଥିସହ ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ମହିଳା ଦଳ ନିଜର ଦବଦବା ଦେଖାଇଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରୁଥିବା ପାକିସ୍ତାନ ୧୯.୨ ଓଭରରେ ମାତ୍ର ୧୦୮ ରନ କରିଥିଲା। ଏହାର ଜବାବରେ ଭାରତ ୩ ୱିକେଟ…