
ଆରଜି କର୍ର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଗିରଫ
କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ଗିରଫ କରିଛି ସିବିଆଇ। ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ନେଇ ବିବାଦରେ ସନ୍ଦୀପ ଗୋଟିଏ ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି। ହସ୍ପିଟାଲରେ ସମ୍ଭାବ୍ୟ ଆର୍ଥିକ ହେରଫେରକୁ ନେଇ ସିବିଆଇ ତାଙ୍କ ବିରୋଧରେ ତଦନ୍ତ କରୁଥିଲା। ବିଶେଷ କରି ରୋଗୀଙ୍କ ସେବା ପାଇଁ କିଣା ଯାଉଥିବା ସାମଗ୍ରୀରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରି ଆଜି…