
ୟୁକ୍ରେନ ଉପରେ ରୁଷର ବଡ଼ ଧରଣର ଆକ୍ରମଣ, ହାଇଆଲର୍ଟ ଜାରି
କିଛି ଦିନର ବିରତି ପରେ ପୁଣି ତୀବ୍ର ହୋଇଛି ରୁଷ-ୟୁକ୍ରେନ ଯୁଦ୍ଧ। ୟୁକ୍ରେନ ରାଜଧାନୀ କିଭ୍ ଉପରେ ବଡ଼ ଧରଣର ଆକ୍ରମଣ କରିଛି ରୁଷ। ସୂଚନା ମୁତାବକ, ପ୍ରଥମେ ରୁଷ ଉପରେ ଆକ୍ରମଣ କରିଥିଲା ୟୁକ୍ରେନ। ଏହାପରେ ରୁଷ ୟୁକ୍ରେନର ରାଜଧାନୀ କିଭ୍ ସମେତ ଏକାଧିକ ସହର ଉପରେ ମିସାଇଲ ମାଡ଼ କରିଛି। ଫଳରେ ୟୁକ୍ରେନର ବିଭିନ୍ନ ସହରରେ ବିସ୍ଫୋରଣର ଶବ୍ଦ ଶୁଣିବାକୁ ମିଳୁଛି। ଲୋକମାନେ ଭୟଭୀତ ହୋଇ ଭୂତଳ ମେଟ୍ରୋ ଷ୍ଟେସନ ଏବଂ ବଙ୍କରରେ ଲୁଚି ଯାଇଛନ୍ତି। ସୋଶାଲ ମିଡିଆରେ…