ଭାରତ ପାଇଁ ଲମ୍ବା ଦେୟ ପଦକ ‘: ପ୍ୟାରିସରେ ଅଲିମ୍ପିକ୍ ପଦକ ଜିତିବା ପରେ ମନୁ ଭେକରଙ୍କ ପ୍ରଥମ ପ୍ରତିକ୍ରିୟା |

ପ୍ୟାରିସ୍ 2024 ଅଲିମ୍ପିକ୍ସରେ 10 ମିଟର ଏୟାର ପିସ୍ତଲ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିବା ପରେ ଭାରତର ଯୁବ ଶୁଟିଂ ସେନ୍ସେସ୍ ମନୁ ଭାକର ନିଜର ଅଶେଷ ଆନନ୍ଦ ଏବଂ କୃତଜ୍ଞତା ଜଣାଇଛନ୍ତି। ଏହି ତିହାସିକ ସଫଳତା ତାଙ୍କୁ ପ୍ରଥମ ଭାରତୀୟ ମହିଳା ସୁଟର ଭାବରେ ଅଲିମ୍ପିକ୍ ପଦକ ହାସଲ କରିବାରେ ଚିହ୍ନିତ କରିଛି ଏବଂ ଅଲିମ୍ପିକ୍ ସୁଟିଂରେ ଭାରତ ପାଇଁ 12 ବର୍ଷର ମରୁଡ଼ି ସମାପ୍ତ କରିଛି | ବିଜୟ ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟାରେ…

Read More
putin

ଅଫିସ ବ୍ରେକରେ ସେକ୍ସ କରିବାକୁ ରାଷ୍ଟ୍ରପତିଙ୍କ ପରାମର୍ଶ

କାମ ବେଳେ ସେକ୍ସ କରିବାକୁ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ନିଜ ଦେଶର ଲୋକଙ୍କୁ ପରାମର୍ଶ ଦେଇଛନ୍ତି। ଅଫିସ କାମ ବେଳେ ହେଉଥିବା ଲଞ୍ଚ ଓ କଫି ବ୍ରେକ ବେଳେ କର୍ମଚାରୀମାନେ ସେକ୍ସ କରିବା ଦରକାର ବୋଲି ସେ କହିଛନ୍ତି। ରୁଷରେ ଜନ୍ମ ହାର କମିବାକୁ ଲାଗିଥିବାରୁ ପୁଟିନ ଏଭଳି ପରାମର୍ଶ ଦେଇଛନ୍ତି। ମେଟ୍ରୋରେ ପ୍ରକାଶିତ ରିପୋର୍ଟରେ କୁହାଯାଇଛି ଯେ ରୁଷରେ ବର୍ତ୍ତମାନ ଜନ୍ମ ହାର ପ୍ରତି ମହିଳା ପିଛା ୧.୫ ରହିଛି। ଜନସଂଖ୍ୟାରେ ସ୍ଥିରତା ପାଇଁ…

Read More
on5

ୟେମେନର ହୁତି ଶିବିରରେ ଇସ୍ରାଏଲ୍‌ର ଆକ୍ରମଣ

ନୂଆଦିଲ୍ଲୀ: ଇସ୍ରାଏଲର ଯୁଦ୍ଧ ବିମାନ ଆଜି ଇସ୍ରାଏଲ ଠାରୁ ୧୮୦୦ କିମି ଦୂର ୟେମେନର ହୁଦାୟଦା ବନ୍ଦର ସହର ଉପରେ ଜୋରଦାର ଆକ୍ରମଣ କରିଛି। ଏଥିରେ ତିନିଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୭ଜଣ ଆହତ‌ ହୋଇଛନ୍ତି। ଦୁଇଦିନ ପୂର୍ବେ ଇରାନ ସମର୍ଥିତ ହୁତି ବିଦ୍ରୋହୀମାନେ ତେଲ୍‌ ଆଭିଭ ଉପରେ ଡ୍ରୋନ୍‌ ଆକ୍ରମଣ କରିଥିଲେ। ଏଥିରେ ଜଣେ ଇସ୍ରାଏଲ ନାଗରିକଙ୍କ ମୃତ୍ୟୁ ଘଟିଥିଲା। ଏହି ଆକ୍ରମଣର ଜବାବରେ ଆଜି ଇସ୍ରାଏଲ ୟେମେନରେ ଥିବା ହୁତି ବିଦ୍ରୋହୀଙ୍କ ଆଡ଼ା ଉପରେ…

Read More
on2

ହାୱଡ଼ା-ମୁମ୍ବାଇ ଏକ୍ସପ୍ରେସ୍ ଲାଇନଚ୍ୟୁତ: ଦୁଇ ଯାତ୍ରୀଙ୍କ ମୃତ୍ୟୁ, ଆହତଙ୍କ ସଂଖ୍ୟା ୧୫୦କୁ ବୃଦ୍ଧି

ହାୱଡା – ମୁମ୍ବାଇ ଏକ୍ସପ୍ରେସ ଚକ୍ରଧରପୁର ମଣ୍ଡଳ ଅନ୍ତର୍ଗତ ରାଜଖରସୁଆଁ ନିକଟରେ ଲାଇନଚ୍ୟୁତ ହୋଇଛି। ଏହି ଅଘଟଣ ଫଳରେ ୧୫୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆଜି ଭୋର୍ ୩ଟା ୪୫ମିନିଟରେ ଏକ ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଛି ଟ୍ରେନ୍‌। ରେଳବାଇ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।ଘଟଣାସ୍ଥଳରେ ଆରପିଏଫ୍ ଓ ରେଲୱେ ଅଧିକାରୀ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି ।ଏହାସହ ରେଲୱେ ପକ୍ଷରୁ ହେଲ୍ପଲାଇନ୍ ନମ୍ବର ମଧ୍ୟ ଜାରି କରାଯାଇଛି…

Read More
on2

ପ୍ରଥମ ଦିନିକିଆ: ଶ୍ରୀଲଙ୍କା ୨୩୦/୭, ଭାରତ ୨୩୦/୧୦

ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ଆଶ୍ଚର୍ଯ୍ୟଜନକ ଭାବେ ଟାଇରେ  ଶେଷ ହୋଇଛି। ଶ୍ରୀଲଙ୍କା ପ୍ରଥମ ବ୍ୟାଟିଂ କରି ୭ ୱିକେଟ ହରାଇ ୨୩୦ ରନ କରିଥିଲା। ଏହାର ଜବାବରେ ଭାରତ ୪୭.୫ ଓଭରରେ ସମସ୍ତ ୱିକେଟ ହରାଇ ସମାନ ୨୩୦ କରିବାକୁ ସକ୍ଷମ ହୋଇଛି। ଫଳରେ ମ୍ୟାଚ୍‌ ଟାଇ ହୋଇଯାଇଛି। ଶ୍ରୀଲଙ୍କାର ସ୍ପିନ ଯାଦୁରେ ଫସି ଭାରତୀୟ ବ୍ୟାଟର ଚିତପଟାଙ୍ଗ ମାରିଛନ୍ତି। ଭାରତକୁ ଜିତିବା ପାଇଁ ୧ ରନ ଦରକାର ଥିବା ବେଳେ ପ୍ରଥମେ ୨୫ ରନ କରି…

Read More
onl3

ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ଘରବାହୁଡ଼ା

ଯାଜପୁର/ବରୀ: ରାଜ୍ୟ ରାଜନୀତିର ହଟ୍‌ସ୍ପଟ୍‌ ଯାଜପୁର ଜିଲ୍ଲାରେ ଚାଲିଥିବା ଦଳବଦଳ ରାଜନୀତି ଏବେ ବେଶ୍‌ ଚର୍ଚ୍ଚାରେ। ସକାଳେ ଯିଏ ବିଜେପିକୁ ଯାଉଛନ୍ତି, ସନ୍ଧ୍ୟାରେ ସ୍ଥାନୀୟ ନେତା ପୁଣି ସେମାନଙ୍କୁ ନିଜ ଦଳକୁ ଫେରାଇ ଆଣିବା ଲାଗି ସବୁ ବଳ ଖଟାଇ ଦେଉଛନ୍ତି। ସମ୍ମାନ ରକ୍ଷା ଓ ପତିଆରା ବୃଦ୍ଧି ପାଇଁ ଜିଲ୍ଲାରେ ଦୁଇ ପ୍ରମୁଖ ଦଳ ଏବେ ଛକାପଞ୍ଝା ସ୍ଥିତିରେ ରହିଛନ୍ତି। ଜିଲ୍ଲାର ଏ ଦଳ ଡିଆଁ ରୋଗ ଆଗକୁ ମହାମାରୀ ରୂପ ନ ନେଉ, ସେଥିପାଇଁ…

Read More
onl2

ଡିଜେଲ କାର ତିଆରି କରିବା ବନ୍ଦ କର, ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ

ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏକ ବଡ଼ ବୟାନ ଦେଇଛନ୍ତି । ଡିଜେଲ ଗାଡ଼ିକୁ ବିଦାୟ ଦେବାକୁ ସେ କମ୍ପାନି ଓ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି । ସିଆଇଆଇର ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ନୀତିନ ଗଡ଼କରୀ ଡିଜେଲକୁ ବିଦାୟ ଦେବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି। ଖାଲି ସେତିକି ନୁହେଁ ଡିଜେଲ ଯାନ ଉତ୍ପାଦନ ବନ୍ଦ କରିବାକୁ କାର୍ ନିର୍ମାତାଙ୍କୁ ସେ ନିବେଦନ କରିଛନ୍ତି। ଗଡ଼କରୀ କହିଛନ୍ତି ଯେ ଯଦି ଡିଜେଲ ଯାନର…

Read More
onl1

ଭିନେଶ ଫୋଗାଟଙ୍କ ପଦକ ନିଷ୍ପତ୍ତି ପୁଣି ଘୁଞ୍ଚିଲା

ପୁଣିଥରେ ଘୁଞ୍ଚିଛି ଭାରତର ଷ୍ଟାର ରେସଲର ଭିନେଶ ଫୋଗାଟଙ୍କ ଅଲିମ୍ପିକ୍ସ ପଦକ ନିଷ୍ପତ୍ତି। ଆସନ୍ତା ୧୬ ତାରିଖ ରାତି ୯ଟା ୩୦ ସୁଦ୍ଧା କୋର୍ଟ ଅଫ୍ ଆର୍ବିଟ୍ରେସନ୍ ଫର୍ ସ୍ପୋର୍ଟ-CAS ତା’ର ଚୂଡ଼ାନ୍ତ ରାୟ ପ୍ରକାଶ କରିବ। ଏହାକୁ ମିଶାଇ ତୃତୀୟ ଥର ପାଇଁ ସିଏଏସ୍‌ ନିଷ୍ପତ୍ତି ଘୁଞ୍ଚିଛି। ଏବେ ସମସ୍ତ ଭାରତୀୟଙ୍କ ଅପେକ୍ଷା ୧୬କୁ ବଢ଼ିଛି।  ସିଏଏସ୍‌ ଆଡ ହକ ଡିଭିଜନ ପକ୍ଷରୁ କୁହାଯାଇଛି ଯେ ସଂସ୍ଥାର ସଭାପତି ପ୍ୟାନେଲର ନିଷ୍ପତ୍ତି ଘୋଷଣା କରାଯିବାର ସମୟସୀମାକୁ ୧୬ ଅଗଷ୍ଟ…

Read More
on3

କାଲି ନୀତି ଆୟୋଗ ବୈଠକ, ଆଜି ଦିଲ୍ଲୀ ରେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଦିଲ୍ଲୀ ଯାତ୍ରା କରିଚନ୍ତି। ଦିଲ୍ଲୀରେ ପହଞ୍ଚିବା ପରେ ଶନିବାର ନୀତି ଆୟୋଗର ବୈଠକରେ ସାମିଲ ହେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶନିବାର ନୀତି ଆୟୋଗର ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ନୂଆଦିଲ୍ଲୀରେ ଆୟୋଜିତ ହେବାକୁଥିବା ନୀତି ଆୟୋଗର ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୬ରେ ନୂଆଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ସେହି…

Read More
onl2

ବିଜେଡିର ନୂଆ ଚାଲ୍: ଦେବୀଙ୍କ ନେତୃତ୍ୱରେ ୧୫ଜଣିଆ ଟିମ୍

ବରିଷ୍ଠ ନେତାମାନଙ୍କୁ ନେଇ ଗଢ଼ାଯାଇଥିବା ଏହି କମିଟି ରାଜ୍ୟବ୍ୟାପୀ ବିଜୁ ଜନତା ଦଳର ବିଭିନ୍ନ କାର୍ଯ୍ୟକ୍ରମର ସମନ୍ୱୟ ରକ୍ଷା ନିମନ୍ତେ କାର୍ଯ୍ୟ କରିବ ବୋଲି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି । ତେବେ ରାଜ୍ୟରେ ବିଜେଡିର ଦୀର୍ଘ ୨୪ବର୍ଷ ଶାସନର ପତନ କାହିଁକି ହେଲା ଓ କିଏ ଦାୟୀ ତା’ର ସମୀକ୍ଷା ପାଇଁ କମିଟି ଗଢ଼ିପାରୁନଥିବା ନବୀନ ଏବେ ଦଳର ବିଭିନ୍ନ ୱିଙ୍ଗକୁ ପଙ୍ଗୁ କରି ରଖି ୧୫ଜଣିଆ କମିଟିକୁ ଦଳୀୟ କାର୍ଯ୍ୟକ୍ରମ ପାଇଁ…

Read More