on3

ନିଆଁ ଲାଗି କ୍ଷତିଗ୍ରସ୍ତ ହେଲା ଆଇଏନଏସ୍‌ ବ୍ରହ୍ମପୁତ୍ର, ଜୁନିୟର ସେଲର ନିଖୋଜ

ଭାରତୀୟ ନୌସେନାର ଯୁଦ୍ଧ ପୋତ ଆଇଏନଏସ ବ୍ରହ୍ମପୁତ୍ରରେ ନିଆଁ ଲାଗି ଯାଇଛି। ମୁମ୍ବାଇରେ ଥିବା ନୌସେନା ଡକୟାର୍ଡରେ ମରାମତି କାର୍ଯ୍ୟ ଚାଲିଥିବା ବେଳେ ଏଥିରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗି ଯୁଦ୍ଧ ପୋତ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଜଣେ ଜୁନିୟର ସେଲର ବା କନିଷ୍ଠ ନାବିକ ନିଖୋଜ ହୋଇଯାଇଛନ୍ତି। ତାଙ୍କୁ ଠାବ କରିବା ପାଇଁ ନୌସେନା ପକ୍ଷହରୁ ଉଦ୍ୟମ ଜାରି ରହିଛି। ମିଳିଥିବା ସୂଚନା ଅନୁସାରେ, ସେନା ପାଇଁ ଏକାଧିକ କାର୍ଯ୍ୟ କରୁଥିବା ଆଇଏନଏସ୍‌ ବ୍ରହ୍ମପୁତ୍ରରେ କିଛି ମରାମତି…

Read More
onl3

ଆସନ୍ତା ବର୍ଷ ମହାକାଶରୁ ଫେରିବେ ସୁନୀତା ୱିଲିୟମ୍ସ

କେବେ ଫେରିବେ ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ? ତାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏହାକୁ ନେଇ ଏକ ବଡ଼ ଘୋଷଣା କରିଛି ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା। ଆସନ୍ତା ବର୍ଷ ମହାକାଶରୁ ଫେରିବେ ସୁନୀତା ୱିଲିୟମସ। ଏନେଇ ନାସା ସ୍ପଷ୍ଟ କରିଛି। ଆସନ୍ତା ବର୍ଷ ଫେବ୍ରୁଆରୀ ୨୫ରେ ମହାକାଶରୁ ଫେରିବେ ଦୁଇ ମହାକାଶଚାରୀ ସୁନୀତା ୱିଲିୟମ୍ସ ଓ ବୁଚ୍ ବ୍ଲିମୋର। ଏଇ ୨ ମହାକାଶଚାରୀଙ୍କ ଫେରିବା ନେଇ ସୂଚନା ଦେଇଛି ଆମେରେକୀୟ ମହାକାଶ ଗବେଷଣା ସଂସ୍ଥା…

Read More
on4

ଆଜି ଖୋଲିବ ଭିତର ରତ୍ନଭଣ୍ଡାର: ସକାଳ ୮ଟାରୁ ଆଉ ଭକ୍ତଙ୍କୁ ମନ୍ଦିର ଭିତରକୁ ଛଡ଼ାଯିବନି।

ଆଜି ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା କରାଯାଇଛି। ସକାଳ ୮ଟାରୁ ଆଉ ଭକ୍ତଙ୍କୁ ମନ୍ଦିର ଭିତରକୁ ଛଡ଼ାଯିବନି। ଆଜି ଖୋଲାଯିବ ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର। ପ୍ରାୟ ୫ ଦଶନ୍ଧି ପରେ ଭିତର ରତ୍ନଭଣ୍ଡାରର ଦିବ୍ୟ ଅଳଙ୍କାରକୁ ଦେଖିବ ଚର୍ମଚକ୍ଷୁ।। ଖୋଲିବ ରାଜରାଜୁଡ଼ା ଅମଳର ପ୍ରାଚୀନ ସିନ୍ଦୁକ ଓ ଆଲମିରା ଶୁଭ ସମୟ ସକାଳ ୯ଟା ୫୧ରୁ ଦିନ ୧୨ଟା ୧୫ ମଧ୍ୟରେ ଖୋଲାଯିବ ଭିତର ରତ୍ନଭଣ୍ଡାର। SOP ମୁତାବକ ୧୧ ଜଣିଆ ଅଧିକୃତ ଟିମ୍…

Read More
onl1

ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର; ସ୍ଥାନାନ୍ତର ହେଉଛି ଖାଲି ସିନ୍ଦୁକ ଓ ଆଲମିରା

ଆଜି ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ରତ୍ନଭଣ୍ଡାରରେ ଥିବା ଖାଲି ସିନ୍ଦୁକ ଓ ଆଲମିରାଗୁଡ଼ିକୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର କରାଯାଉଛି। ଏଥିପାଇଁ ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ଟେକନିକାଲ୍ ଟିମ୍ ଶ୍ରୀମନ୍ଦିର ଭିତରେ ରହିଛନ୍ତି। ଓଡ୍ରାଫ୍, ଅଗ୍ନିଶମ ଏବଂ ସ୍ନେକ୍ ହେଲପ୍ ଲାଇନ୍ ସଦସ୍ୟ ବି…

Read More
onl2

କୋଲକତା ବନ୍ଦ ପାଳନ ବେଳେ ହିଂସାକାଣ୍ଡ; ବିଜେପି ନେତାଙ୍କ ଗାଡ଼ି ଉପରକୁ ଫାୟାରିଂ

କୋଲକାତା ଲଜ୍ଜା ଘଟଣାରେ ଆଜି ୧୨ ଘଣ୍ଟିଆ ପଶ୍ଚିମବଙ୍ଗ ବନ୍ଦ ପାଳନ କରୁଛି ବିଜେପି। ବିଭିନ୍ନ ସ୍ଥାନରେ ବନ୍ଦ ପ୍ରଭାବ ଦେଖିବାକୁ ମିଳୁଥିବା ବେଳେ ଘଟୁଛି ହିଂସାକାଣ୍ଡ । ଏପରି ସ୍ଥିତିରେ ଭାଟପଡ଼ାରେ ଜଣେ ବିଜେପି ନେତାଙ୍କ ଗାଡ଼ି ଉପରକୁ ହୋଇଛି ଅତର୍କିତ ଗୁଳିମାଡ଼ । ପଶ୍ଚିମବଙ୍ଗ ଭାଟପଡ଼ାର ବିଜେପି ନେତା ପ୍ରିୟାଙ୍ଗୁ ପାଣ୍ଡେଙ୍କ କାର ଉପରକୁ ଗୁଳି ମାଡ଼ କରିଛନ୍ତି କିଛି ଦୁର୍ବୃତ୍ତ। ବିଜେପି ନେତା ପ୍ରିୟାଙ୍ଗୁଙ୍କ ଡ୍ରାଇଭର କାର୍ ଚଳାଉଥିବା ବେଳେ ହଠାତ୍ କିଛି…

Read More
Vishwakarma

ଆଜି ବିଶ୍ୱବିନ୍ଧାଣୀ ବିଶ୍ୱକର୍ମାଙ୍କ ପୂଜା, ସବୁଠି ଉତ୍ସାହ

ବିଶ୍ୱକର୍ମା ହେଉଛନ୍ତି ବିଶ୍ୱର ସୃଷ୍ଟିକର୍ତ୍ତା । ଆଜି ସେହି ବିଶ୍ୱବିନ୍ଧାଣୀ ବିଶ୍ୱକର୍ମାଙ୍କ ପୂଜା । ସାରା ରାଜ୍ୟରେ ଦେବ ଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳୁଛି । ମୁଖ୍ୟତଃ କଳକାରଖାନା ସହ ବିଭିନ୍ନ ଅନୁଷ୍ଠାନରେ ଏହି ପୂଜାକୁ ବେଶ୍‌ ଧୁମଧାମରେ ପାଳନ କରାଯାଉଛି। ଭଗବାନ ବିଶ୍ୱକର୍ମାଙ୍କୁ ପୂଜା କରିବା ଦ୍ୱାରା ବ୍ୟବସାୟରେ ବୃଦ୍ଧି ହେଉଥିବା ବିଶ୍ୱାସ ରହିଛି। ଚଳଚଞ୍ଚଳ ବନ୍ଦର ନଗରୀ ପାରାଦୀପରେ ଛୋଟବଡ ପ୍ରାୟ ୩୦ଟି ମଣ୍ଡପରେ ପୂଜା ପାଉଛନ୍ତି ପ୍ରଭୁ ବିଶ୍ୱକର୍ମା।…

Read More
onl1

ପାରା ଅଲିମ୍ପିକ୍ସ: ଭାରତ ପାଇଁ ଆଉ ଗୋଟିଏ ପଦକ ଜିତିଲେ ରୁବିନା

ପ୍ୟାରିସ ପାରା ଅଲିମ୍ପିକ୍ସରେ ଶୁଟିଂରୁ ପଦକ ଆସିବାରେ ଲାଗିଛି। ଆଜି ଭାରତ ପାଇଁ ୧୦ ମିଟର ଏୟାର ପିସ୍ତଲ(ଏସ୍‌ଏଚ୍‌ ୧)ରେ ପଦକ ଜିତିଛନ୍ତି ରୁବିନା ଫ୍ରାନ୍ସିସ। ସେ ଏହି ଇଭେଣ୍ଟରେ ଦେଶ ପାଇଁ ବ୍ରୋଞ୍ଜ ପଦକ କବଜା କରିଛନ୍ତି। ଏଥିସହ ଶୁଟିଂରେ ଭାରତର ପଦକ ସଂଖ୍ୟା ୪ ଓ ମୋଟ ଉପରେ ପାରା ଅଲିମ୍ପିକ୍ସରେ ପଦକ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ରୁବିନା ୧୦ ମିଟର ଏୟାର ପିସ୍ତଲ (ଏସଏଚ୍‌ ୧)ରେ ଆରମ୍ଭରୁ ଦମ ଦେଖାଇ ଦ୍ୱିତୀୟ…

Read More
onl1

ତୃତୀୟ ବିଶ୍ୱଯୁଦ୍ଧ : ଇସ୍ରାଏଲରେ ୪୮ ଘଣ୍ଟିଆ ଜରୁରୀକାଳୀନ ସ୍ଥିତି ଘୋଷଣା

ଜେରୁଜେଲମ୍: ଲେବାନନର  ହିଜବୁଲ ଇସ୍ରାଏଲ ଉପରେ ବଡ଼ ଧରଣର ରକେଟ୍ ଆକ୍ରମଣ ଆରମ୍ଭ କରିଛି। ଏହା ସହିତ ହିଜବୁଲ ମଧ୍ୟ ଏକ ବଡ଼ ଧରଣର ସାମରିକ ଅପରେସନ ପାଇଁ ଘୋଷଣା କରିଛି। ହିଜବୁଲ ଦ୍ବାରା ଜାରି ଏକ ବିବୃତିରେ କୁହାଯାଇଛି ଯେ ଇସ୍ରାଏଲର ଗୁରୁତ୍ୱପୂର୍ଣ୍ଣ ସାମରିକ ଶିବିରକୁ ଟାର୍ଗେଟ କରିବା ପାଇଁ ବିସ୍ଫୋରକ ଲୋଡ୍ ଡ୍ରୋନ୍ ଆକ୍ରମଣ ଆରମ୍ଭ କରାଯାଇଛି।  ହିଜବୁଲ ଇସ୍ରାଏଲ ଉପରେ ୩୨୦ରୁ ଅଧିକ କାତ୍ୟୁଷା ରକେଟ୍ ମାଡ଼ କରିଥିବା ଦାବି କରିଛି। ଜେରୁଜେଲମ୍…

Read More
onl2

ଆରଜି କର୍‌ର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଗିରଫ

କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ଗିରଫ କରିଛି ସିବିଆଇ। ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ନେଇ ବିବାଦରେ ସନ୍ଦୀପ ଗୋଟିଏ ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି। ହସ୍ପିଟାଲରେ ସମ୍ଭାବ୍ୟ ଆର୍ଥିକ ହେରଫେରକୁ ନେଇ ସିବିଆଇ ତାଙ୍କ ବିରୋଧରେ ତଦନ୍ତ କରୁଥିଲା। ବିଶେଷ କରି ରୋଗୀଙ୍କ ସେବା ପାଇଁ କିଣା ଯାଉଥିବା ସାମଗ୍ରୀରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରି ଆଜି…

Read More
onl2

ସିମ୍ ବକ୍ସ ମାମଲା, ରାଜୁ ମଣ୍ଡଳ ପରିବାର ଲୋକଙ୍କୁ ଲକ୍ଷ୍ମୀସାଗର ଥାନାରେ ଜେରା

ଭୁବନେଶ୍ବର: ସିମ୍ ବକ୍ସ ମାମଲାରେ ରାଜୁ ମଣ୍ଡଳ ଗିରଫ ହେବା ଘଟଣାରେ ଆସିଲା ନୂଆ ଟ୍ୱିଷ୍ଟ। ରାଜୁ ମଣ୍ଡଳ ନିଖୋଜ ହେବା ନେଇ ପରିବାର ଲୋକ  ଥାନାରେ ଏତଲା ଦେଇଛନ୍ତି। ପଶ୍ଚିମବଙ୍ଗର ଏକ ଥାନାରେ ରାଜୁର ନିଖୋଜ ରିପୋର୍ଟ ଦେଲେ ଘର ଲୋକ। ମିସିଂ ରିପୋର୍ଟ ପାଇବା ପରେ ରାଜୁ ମଣ୍ଡଳ ମୋବାଇଲ ଫୋନ୍ ଟ୍ରାକ କରିଥିଲା ପଶ୍ଚିମବଙ୍ଗ ପୁଲିସ। ରାଜୁର ଲାଷ୍ଟ ଲୋକେଶନ୍ ଲକ୍ଷ୍ମୀସାଗର ଥାନା ସୋ କରିଥିଲା। ଲକ୍ଷ୍ମୀସାଗର ଥାନା ପୁଲିସ ସହ ପଶ୍ଚିମବଙ୍ଗ…

Read More