
ବିଜେପି ସରକାରଙ୍କ ପ୍ରଥମ ବଜେଟ
ଆଜି ଗୃହରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ଚଳିତବର୍ଷର ବଜେଟ୍ ଆକାରରେ ୧୫.୨% ବୃଦ୍ଧି ହୋଇଛି । ମୋହନ ସରକାର ଚଳିତ ଆର୍ଥିକ ବର୍ଷରେ ନିଜସ୍ୱ ଟିକସ ଓ ଅଣଟିକସ ବାବଦରେ ୧.୧୮ଲକ୍ଷ କୋଟି ଟଙ୍କା, କେନ୍ଦ୍ରୀୟ ଟିକସରୁ ରାଜ୍ୟଅଂଶ ଓ କେନ୍ଦ୍ରୀୟ ଅନୁଦାନକୁ ମିଶାଇ ମୋଟ ୯୩ହଜାର କୋଟି ଟଙ୍କା, ଋଣ ଓ ଅଗ୍ରୀମର ପୁନଃଭରଣା ବାବଦରେ…