
ଭଙ୍ଗା ହେବ ଓଡ଼ିଶା ଭବନ
ଭଙ୍ଗା ହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ। ଏହାକୁ ବିପଦପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି। ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ- ଓଡ଼ିଶା ନିବାସ, ଓଡ଼ିଶା ସଦନ ଏବଂ ଓଡ଼ିଶା ଭବନର ଯାଞ୍ଚ କରାଯାଇଥିଲା। ଯାଞ୍ଚ ପରେ ଓଡ଼ିଶା ଭବନ ଦୀର୍ଘ ସମୟ ବ୍ୟବହାର ପାଇଁ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା। ଏହାକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ ତାରିଖରେ…