
ମହାନଦୀକୁ ଡେଇଁପଡ଼ିଲେ ନବମ ଛାତ୍ରୀ
ସକାଳୁ ସକାଳୁ ମହାନଦୀକୁ ଡେଇଁପଡ଼ିଲେ ଜଣେ ନବମ ଶ୍ରେଣୀ ଛାତ୍ରୀ। ସମ୍ବଲପୁର ଚାଉଁରପୁର ବ୍ରିଜରୁ ମହାନଦୀକୁ ଛାତ୍ରୀଜଣଙ୍କ ଡେଇଁପଡିଥିବା ସୂଚନା ମିଳିଛି। ଛାତ୍ରୀଙ୍କ ନାଁ କାଜଲ ବୋଲି ଜଣାପଡ଼ିଛି। କାଜଲଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ଆଜି ଶନିବାର ସକାଳୁଆ ସ୍କୁଲ ଥିବାରୁ କାଜଲ ସାଇକେଲ ଧରି ଘରୁ ବାହାରି ଆସିଥିଲେ। ମାତ୍ର ସେ ଚାଉଁରପୁର ବ୍ରିଜ ନିକଟରେ ଏହାପରେ ସେ ସାଇକେଲ ରଖି ବ୍ରିଜ ବାଡ଼ା ନିକଟକୁ ଯାଇଥିଲେ। ଏହାଦେଖି ମଣ୍ଣିଂୱାକ୍…