
ଅସୁରକ୍ଷିତ ଯୌନ ସମ୍ପର୍କ ଯୋଗୁ ବଢୁଛି ମଙ୍କିପକ୍ସ ସଂକ୍ରମଣ: ବିପଦରେ ଯୁବବର୍ଗ
ନୂଆଦିଲ୍ଲୀ: ଭାରତ ସରକାର ନିଶ୍ଚିତ କରିଛନ୍ତି ଯେ ଦେଶରେ ମଙ୍କିପକ୍ସର ଏକ ନୂଆ ମାମଲା ଚିହ୍ନଟ ହୋଇଛି। କିନ୍ତୁ, ଏହା ମଧ୍ୟ କୁହାଯାଇଛି ଯେ ଏହା ଏକ ପୃଥକ ମାମଲା। ତେବେ ଏହି ଭୁତାଣୁର ଷ୍ଟ୍ରେନ୍ ବିଶ୍ବସ୍ବାସ୍ଥ୍ୟ ସଂଗଠନ ବିଶ୍ବସ୍ତରରେ ଜନସ୍ୱାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିବା ଭୁତାଣୁଠାରୁ ଭିନ୍ନ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ଏହା ଭ୍ରମଣ ସମ୍ବନ୍ଧୀୟ ସଂକ୍ରମଣର ଏକ ମାମଲା। ଆକ୍ରାନ୍ତ ବ୍ୟକ୍ତି ମଙ୍କିପକ୍ସ ବ୍ୟାପିଥିବା…