
ବ୍ୟାନ୍ ହେଲା ‘X’
ବ୍ୟାନ୍ ହେଲା ମାଇକ୍ରୋବ୍ଲଗିଂ ସାଇଟ୍ ‘ଏକ୍ସ’ ବା ଟ୍ୱିଟର୍। ଶନିବାର ବ୍ରାଜିଲ ସରକାର ଏହା ଉପରେ ବ୍ୟାନ୍ ଲଗାଇଛନ୍ତି। ଫଳରେ ଏହା ବ୍ରାଜିଲରେ ଆଉ କାମ କରୁନି। ବର୍ତ୍ତମାନ ବ୍ରାଜିଲର ଉପଭୋକ୍ତାମାନେ ‘X’ର ସେବା ବ୍ୟବହାର କରିପାରିବେ ନାହିଁ। ଉଭୟ ମୋବାଇଲ୍ ଏବଂ ୱେବ୍ ସଂସ୍କରଣରେ ସେବା ବନ୍ଦ ହୋଇଯାଇଛି। ବ୍ରାଜିଲର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ‘X’କୁ ବ୍ୟାନ୍ କରାଯାଇଛି। ଦୀର୍ଘ ଦିନ ଧରି ବ୍ରାଜିଲର ସୁପ୍ରିମକୋର୍ଟ ଏବଂ TESLA ସିଇଓ ଏଲୋନ୍ ମସ୍କଙ୍କ ମଧ୍ୟରେ ବିବାଦ…