on6

ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି:-

ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି। ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୁଏ। ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶ ତିଥିରେ ଅଧରପଣା ଭୋଗ କରାଯାଇଥାଏ। ରଥରେ ବିଜେ କରିଥିବା ତିନି ଠାକୁରଙ୍କୁ ସେମାନଙ୍କର ଅଧର ସ୍ପର୍ଶ କରୁଥିବା ତିନିଟି ଲେଖାଏଁ ଡେଙ୍ଗା ପଣା ହାଣ୍ଡି ଭୋଗ ଲାଗେ। ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୁଏ। ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶ ତିଥିରେ ଅଧରପଣା ଭୋଗ କରାଯାଇଥାଏ। ରଥରେ ବିଜେ କରିଥିବା ତିନି ଠାକୁରଙ୍କୁ ସେମାନଙ୍କର…

Read More
on4

ଆଜି ଖୋଲିବ ଭିତର ରତ୍ନଭଣ୍ଡାର: ସକାଳ ୮ଟାରୁ ଆଉ ଭକ୍ତଙ୍କୁ ମନ୍ଦିର ଭିତରକୁ ଛଡ଼ାଯିବନି।

ଆଜି ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା କରାଯାଇଛି। ସକାଳ ୮ଟାରୁ ଆଉ ଭକ୍ତଙ୍କୁ ମନ୍ଦିର ଭିତରକୁ ଛଡ଼ାଯିବନି। ଆଜି ଖୋଲାଯିବ ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର। ପ୍ରାୟ ୫ ଦଶନ୍ଧି ପରେ ଭିତର ରତ୍ନଭଣ୍ଡାରର ଦିବ୍ୟ ଅଳଙ୍କାରକୁ ଦେଖିବ ଚର୍ମଚକ୍ଷୁ।। ଖୋଲିବ ରାଜରାଜୁଡ଼ା ଅମଳର ପ୍ରାଚୀନ ସିନ୍ଦୁକ ଓ ଆଲମିରା ଶୁଭ ସମୟ ସକାଳ ୯ଟା ୫୧ରୁ ଦିନ ୧୨ଟା ୧୫ ମଧ୍ୟରେ ଖୋଲାଯିବ ଭିତର ରତ୍ନଭଣ୍ଡାର। SOP ମୁତାବକ ୧୧ ଜଣିଆ ଅଧିକୃତ ଟିମ୍…

Read More
1

ମୋହନ ସରକାର ଭାଙ୍ଗିଦେଲେ ରାଜ୍ୟ ଯୋଜନା ବୋର୍ଡ :-

ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିଥିବାରୁ ଦଳ ନିଜର ବରିଷ୍ଠ ନେତାମାନଙ୍କୁ ଏହି ବୋର୍ଡରେ କ୍ୟାବିନେଟ୍ ଓ ରାଷ୍ଟ୍ରମନ୍ତ୍ରୀ ପାହ୍ୟାର ସୁବିଧାସୁଯୋଗ ଦେଇ ଖୁବଶୀଘ୍ର ଥଇଥାନ କରିବାର ସମ୍ଭାବନା ରହିଛି । ରାଜ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ଆଜି ରାଜ୍ୟ ଯୋଜନା ବୋର୍ଡକୁ ଭାଙ୍ଗି ଦେଇଛନ୍ତି । ଏହାସହିତ ରାଜ୍ୟ ଯୋଜନା ବୋର୍ଡ ନୂଆ ଢଙ୍ଗରେ ପୁର୍ନଗଠନ ହେବାର ସମ୍ଭାବନା ସୃଷ୍ଟି ହୋଇଛି । ରାଜ୍ୟ ଯୋଜନା ବୋର୍ଡ ଭାଙ୍ଗିବା ପାଇଁ…

Read More
7

ସୁଭଦ୍ରା ଯୋଜନା ନାମରେ ଜନସେବା କେନ୍ଦ୍ର ଲୁଟିବାରେ ବ୍ୟସ୍ତ:-

ବିଜେପି ସରକାର ନିର୍ବାଚନୀ ଇସ୍ତାହାରରେ ଦେଇଥିବା ସୁଭଦ୍ରା ଯୋଜନା ପାଇଁ କୌଣସି ବିଜ୍ଞପ୍ତି ନ ବାହାରିଥିଲେ ସୁଦ୍ଧା ଜନ ସେବା କେନ୍ଦ୍ର ଗୁଡିକରେ ଭିଡ ଜମାଉଛନ୍ତି ଗ୍ରାମ ଅଞ୍ଚଳ ଓ ସହରା ଅଞ୍ଚଳ ଲୋକ । ଆଉ ଲୋକଙ୍କ ଭିଡ଼କୁ ଦୃଷ୍ଟିରେ ରଖ୍ ଜନସେବା କେନ୍ଦ୍ର ମାଲିକ ମାନେ ସଧାରଣ ଜନତାଙ୍କୁ ମନଇଛା ଲୁଟୁଛନ୍ତି। ବର୍ତ୍ତମାନ ସୁଦ୍ଧା ସରକାରଙ୍କ ତରଫରୁ ଏହି ଯୋଜନାର କୌଣସି ସଠିକ ରୂପରେଖ ଜାରି ହୋଇନଥିବା ବେଳେ କିଛି ବିଭ୍ରାନ୍ତିକର ଖବର ଦେଖି…

Read More
6

‘ସୁଭଦ୍ରା’ ଯୋଜନା ଟଙ୍କା ପାଇବାକୁ ଭିନେ ହେଉଛନ୍ତି ଭାଇ, ବାପାଠୁ ଅଲଗା ହେଉଛି ପୁଅ

ଭୁବନେଶ୍ୱର : ଆସନ୍ତା ସେପ୍ଟେମ୍ବର ୧୭ ତାରିଖରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ହେବ। ଏହି ଯୋଜନାରେ ଯୋଗ୍ୟ ହିତାଧିକାରୀମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁର ଭାଉଚର୍‌ ମିଳିବ। ନିର୍ବାଚନୀ ଇସ୍ତାହାରରେ ବିଜେପି ଏହି ପ୍ରତିଶ୍ରୁତି ଦେଇଥିବା ବେଳେ ରାଜ୍ୟରେ ସରକାର ଗଢ଼ିବା ପରେ ନିକଟ ଅତୀତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଯୋଜନାର ଶୁଭାରମ୍ଭ ତାରିଖ ସଂପର୍କରେ ଘୋଷଣା କରିଛନ୍ତି। ଏହାକୁ ନେଇ ରାଜ୍ୟର ପ୍ରତ୍ୟେକ ଗ୍ରାମାଞ୍ଚଳ…

Read More
6

ଆସନ୍ତାJuly ୧୮ ତାରିଖ ଗୁରୁବାର ଖୋଲାଯିବ ରତ୍ନଭଣ୍ଡାର: ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫

ଆସନ୍ତା ୧୮ ତାରିଖ ଅର୍ଥାତ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ରତ୍ନଭଣ୍ଡାର ସଂପର୍କିତ ଜରୁରୀ ବୈଠକ ପରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଆସନ୍ତା ଗୁରୁବାର ଖୋଲାଯିବ। ରତ୍ନ ଭଣ୍ଡାର ଖୋଲିବା ନେଇ ଶୁଭ ମୂହର୍ତ୍ତ ବାହାରିଛି। ଗୁରୁବାର ସକାଳ ୯ଟା ୫୧ରୁ ୧୨ଟା ୧୫ ପର୍ଯ୍ୟନ୍ତ ଶୁଭ ମୂହର୍ତ୍ତ ରହିଛି। ଏହି ସମୟ ମଧ୍ୟରେ ଭିତର ରତ୍ନ ଭଣ୍ଡାର ତାଲାକୁ ଖୋଲାଯିବ। ଏହି…

Read More