on3

ପୁଣି ବୁଡ଼ିଲା କାଙ୍ଗୁରୁକୋଣ୍ଡା ପୋଲ: ମାଲକାନଗିରିରୁ କାଲିମେଳାକୁ ଯୋଗାଯୋଗ ବିଛିନ୍ନ

କାଲିମେଳା: ପୁଣି ବୁଡ଼ିଲା କାଙ୍ଗୁରୁକୋଣ୍ଡା ପୋଲ। ଗତ କିଛି ଦିନ ହେଲା କାଲିମେଳାରେ ଲଗାଣ ବର୍ଷା ହେବାରୁ ଆଜି ସକାଳୁ ଏହି ପୋଲ ଉପରେ ୩ ଫୁଟ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ ଜାତୀୟ ରାଜପଥରେ ଯାତାୟାତ ପ୍ରଭାବିତ ହୋଇଛି। ଏହି ପୋଲ ଉପରେ ହଠାତ୍ ଏହି ପାଣି ମାଡ଼ି ଆସିବାରୁ ମାଲକାନଗିରିରୁ କାଲିମେଳାକୁ ଯୋଗାଯୋଗ ବିଛିନ୍ନ ହୋଇଯାଇଛି। ଉଭୟ ପଟେ ଅନେକ ଯାନବାହାନ ଅଟକି ରହିଛି। ଗତ ପ୍ରାୟ ଦୁଇ ସପ୍ତାହ ହେଲା କାଲିମେଳା…

Read More
on1

ମାଡ଼ିଗଲା ଟ୍ରକ୍‌; ୨ କାଉଡ଼ିଆଙ୍କ ମୃତ

ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ଡିମିରିଆ ଗାଁ ଛକରେ ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ଚଢ଼ି ଯିବାରୁ ୨ ଜଣ କାଉଡ଼ିଆଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତ କାଉଡ଼ିଆଙ୍କ ମଧ୍ୟରୁ ଜଣଙ୍କ ନାଁ ରଞ୍ଜି ନାୟକ ହୋଇଥିବା ବେଳେ ଅନ୍ୟ ଜଣଙ୍କର ପରିଚୟ ମିଳିପାରି ନାହିଁ। ସେମାନେ ବାଣପୁର ଅଞ୍ଚଳର। ଅନ୍ୟ ଜଣେ ମୃତକଙ୍କ ନାଁ ଏ. ବନମାଳି ପାତ୍ର। ସେ ସ୍ଥାନୀୟ ଅଞ୍ଚଳର ଜଣେ ଶ୍ରମିକ।  ରଞ୍ଜି ନାୟକ ଓ ତାଙ୍କର ଅନ୍ୟ କାଉଡ଼ିଆ ସାଥୀ…

Read More
on2

ବିଜେପିରେ ଯୋଗଦେଲେ ମମତା ମହାନ୍ତ

ବୁଧବାର ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିବା ମମତା ମହାନ୍ତ ଆଜି ବିଜେପିରେ ଯୋଗଦେଇଛନ୍ତି। ନୂଆଦିଲ୍ଲୀ ସ୍ଥିତି ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମଲ୍‌ ହୋଇଛନ୍ତି। ବିଜେପି ସାଧାରଣ ସଂପାଦକ ଅରୁଣ ସିଂହ ଓ ପ୍ରଭାରୀ ବିଜୟପାଲ୍‌ ସିଂ ତୋମାର ପୁଷ୍ପଗୁଚ୍ଛ ଦେଇ ଶ୍ରୀମତୀ ମହାନ୍ତଙ୍କୁ ସ୍ୱାଗତ କରିଛନ୍ତି। ବିଜେପିରେ ଯୋଗଦେବା ପରେ ମମତା ମହାନ୍ତ କହିଛନ୍ତି, ଲୋକମାନେ ମୋର ସଂପତ୍ତି। ଲୋକଙ୍କ ସେବା ହିଁ ଏକମାତ୍ର ଲକ୍ଷ୍ୟ। ବିଜେଡିରେ ଅଣଦେଖା କରାଗଲା, ସେବା ସୁଯୋଗ ପାଇଲିନି। ବିଜେଡିରେ ମୋର ଆଉ…

Read More
on1

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ 

ଉତ୍ତର ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡକୁ ଲାଗି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।  ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ…

Read More
on4

ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଜି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ତାରିଖ ଯାଏ ଉତ୍ତର ଓ ଆଭ୍ୟନ୍ତରୀଣ…

Read More
on1

ଜଳକା ନଦୀରେ ବନ୍ୟା ପରିସ୍ଥିତି:୧୦ ପଞ୍ଚାୟତରେ ବନ୍ୟା

ବାଲେଶ୍ଵର ଓ ମୟୂରଭଞ୍ଜ ଜିଲ୍ଲା ଦେଇ ପ୍ରବାହିତ ଜଳକା ନଦୀରେ ବନ୍ୟା ପରିସ୍ଥିତି। ଆଜି ସକାଳ ୮ ଟା ସୁଦ୍ଧା ବସ୍ତା ବ୍ଲକର ମଥାନି ଠାରେ ନଦୀର ଜଳପତ୍ତନ ୬.୩୦ ମିଟର ରେ ପ୍ରବାହିତ ହେଉଛି। ଏଠାରେ ବିପଦ ସଙ୍କେତ ୫.୫୦ ମିଟର ରହିଛି। ଗତ ୩ ଦିନ ଧରି ନଦୀର ଉପରମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁଁ ଏପରି ବନ୍ୟା ପରିସ୍ଥିତି। ଉପରମୁଣ୍ଡ କୁହାଯାଉଥିବା ରାସଗୋବିନ୍ଦପୁର ବ୍ଲକ ଇଲାକାରେ ୧୨୮ ଏମଏମ ମୋରଡ଼ା ବ୍ଲକରେ…

Read More
on4

ଅଟକିଛି ଟ୍ରକ୍ ବଢୁଛି ଆଳୁ ଦର

ସୀମାରେ ଅଟକିଛି ଟ୍ରକ୍ ଏପଟେ ବଜାରରେ ଚଢ଼ା ଦର। ଆଳୁକୁ ନେଇ କିଛି ଏଭଳି ସ୍ଥିତି ଏବେ ରାଜ୍ୟରେ ଉପୁଜିଛି। ପଶ୍ଚିମବଙ୍ଗରେ ଆଳୁ ବ୍ୟବସାୟୀଙ୍କ ଧର୍ମଘଟ ପରେ ଆଜି ବଜାରରେ ମିଳୁନି ଆଳୁ। ଆଉ ଯାହା ଆଳୁ ଅଛି ତାହା ୫୦ ପାଖାପାଖି ପହଞ୍ଚିଲାଣି। ବ୍ରହ୍ମପୁର ବଡ଼ବଜାର ଗୋଦାମରେ ଆଳୁ ବସ୍ତା ଆସିନି, ସମାନ ସ୍ଥିତି କଟକ ଛତ୍ରବଜାରରେ ମଧ୍ୟ। ସମ୍ବଲପୁର ଓ ବାଲେଶ୍ବର ବଜାରରେ ଆଳୁ ଦର ଚଢ଼ା ହେଲାଣି। ଯେଉଁଠି ଲୋକେ କିଲେ, ଦିକିଲୋ…

Read More
on1

ଆଳୁ ପାଇଁ ମମତାଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଆଳୁ ଦର ବଢିବା ପରେ ରାଜ୍ୟର ଖାଉଟିମାନେ ଏବେ ଚିନ୍ତାରେ । ରୋଷେଇ ଘରେ ସତେ ଯେମିତି ଚଡକ ପଡିବା ଆରମ୍ଭ ହେଲାଣି । ଆଜି ରପ୍ତାନୀ ଅନୁମତି ନପାଇ ଓଡ଼ିଶା ସୀମାରେ ଅଟକିଥିବା ଶତାଧିକ ଆଳୁଟ୍ରକ ପଶ୍ଚିମବଙ୍ଗ ଫେରିଯାଇଛି । ଏହି ଖବର ପାଇବା ପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି । “”ପଟ୍ଟନାୟକ ନିଜ ଚିଠିରେ କହିଛନ୍ତି,“ଆପଣ ଜାଣନ୍ତି, ଆଳୁ ଆମ ଲୋକଙ୍କ ପାଇଁ…

Read More
on8

ରାଜ୍ୟରେ ବନ୍ଦ ହେଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ବଦଳିଲା ‘କାଳିଆ’ 

ଭୁବନେଶ୍ବର: ରାଜ୍ୟରେ ବନ୍ଦ ହେଲା ନବୀନ ସରକାରଙ୍କ ବହୁଚର୍ଚ୍ଚିତ ‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା’ (BSKY) । ଏହାକୁ ବନ୍ଦ କରି,ଏହା ପରିବର୍ତ୍ତେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି ମୋହନ ସରକାର । ଏହା ସହ ମୋଦି ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା କେନ୍ଦ୍ରୀୟ ସ୍ବାସ୍ଥ୍ୟବୀମା ଯୋଜନା ‘ଆୟୁଷ୍ମାନ ଭାରତ’ ମଧ୍ୟ ରାଜ୍ୟରେ କାର୍ଯ୍ୟକାରୀ ହୋଇଛି । ଆଜି ବଜେଟ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି ।…

Read More
on6

ବିକଶିତ ଓଡ଼ିଶାର ମୂଳଦୁଆ ପଡ଼ିଲା: ବିଜେପି, ଡବଲ ଇଞ୍ଜିନ ସରକାର ଡବଲ ନିରାଶ କଲା: ବିଜେଡି

ବିଜେଡିର ବରିଷ୍ଠ ମିଡିଆ ସଂଯୋଜକ ପ୍ରତାପ ଜେନା ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ବଜେଟରେ କିଛି ନୂତନତ୍ୱ ନାହିଁ ଓ ଏହା ନବୀନ ସରକାରଙ୍କ ଦ୍ୱାରା ପ୍ରଣୟନ ହୋଇଥିବା ୪୦ରୁ ଅଧିକ ଲୋକପ୍ରିୟ ଯୋଜନାର କପିପେଷ୍ଟ । କେବଳ ନାମ ପରିବର୍ତ୍ତନ ହୋଇଛି । ବହୁ ପ୍ରଚାରିତ ସୁଭଦ୍ର ଯୋଜନାରେ ରାଜ୍ୟର ସମସ୍ତ ମହିଳା ଲାଭାନ୍ୱିତ ହେବା ଆଶା କ୍ଷୀଣ । କାରଣ ମାତ୍ର ୧୦ହଜାର କୋଟି ଟଙ୍କା ଆବଂଟନ ହୋଇଥିବାରୁ ୨୦ଲକ୍ଷ ମହିଳାଙ୍କୁ ଏହି…

Read More