
ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି:-
ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି। ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୁଏ। ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶ ତିଥିରେ ଅଧରପଣା ଭୋଗ କରାଯାଇଥାଏ। ରଥରେ ବିଜେ କରିଥିବା ତିନି ଠାକୁରଙ୍କୁ ସେମାନଙ୍କର ଅଧର ସ୍ପର୍ଶ କରୁଥିବା ତିନିଟି ଲେଖାଏଁ ଡେଙ୍ଗା ପଣା ହାଣ୍ଡି ଭୋଗ ଲାଗେ। ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୁଏ। ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶ ତିଥିରେ ଅଧରପଣା ଭୋଗ କରାଯାଇଥାଏ। ରଥରେ ବିଜେ କରିଥିବା ତିନି ଠାକୁରଙ୍କୁ ସେମାନଙ୍କର…