
ପାରାଅଲିମ୍ପିକ୍ସ: ବିଶ୍ୱ ରେକର୍ଡ ଅଳ୍ପକେ ମିସ୍ କଲେ ଭାରତର ହାତ ନଥିବା ତୀରନ୍ଦାଜ
ଭାରତର ତଥା ବିଶ୍ୱର ଏକମାତ୍ର ହାତ ନଥିବା ମହିଳା ତୀରନ୍ଦାଜ ଶୀତଲ ଦେବୀ ପ୍ୟାରିସ ଅଲିମ୍ପିକ୍ସରେ ବିଶ୍ୱ ରେକର୍ଡକୁ ଅଳ୍ପକେ ମିସ୍ କରି ଯାଇଛନ୍ତି। ମହିଳା ବ୍ୟକ୍ତିଗତ କମ୍ପାଉଣ୍ଡ ପ୍ରତିଯୋଗିତାରେ ଶୀତଲ କମାଲ କରିଥିଲେ ହେଁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ରାଙ୍କିଙ୍ଗ ରାଉଣ୍ଡରେ ଭାଗ ନେଇଥିବା ଶୀତଲ ୭୦୩ ପଏଣ୍ଟ ସ୍କୋର କରି ପ୍ରଥମେ ପାରା ଗେମ୍ସ ଓ ବିଶ୍ୱ ରେକର୍ଡକୁ ଭାଙ୍ଗି ଦେଇଥିଲେ। କିନ୍ତୁ ସମାନ ପ୍ରତିଯୋଗିତାରେ ଭାଗ ନେଇଥିବା ତାଙ୍କ ପ୍ରତିପକ୍ଷ ଖେଳାଳି କିଛି…