
ତୃତୀୟ ବିଶ୍ୱଯୁଦ୍ଧ : ଇସ୍ରାଏଲରେ ୪୮ ଘଣ୍ଟିଆ ଜରୁରୀକାଳୀନ ସ୍ଥିତି ଘୋଷଣା
ଜେରୁଜେଲମ୍: ଲେବାନନର ହିଜବୁଲ ଇସ୍ରାଏଲ ଉପରେ ବଡ଼ ଧରଣର ରକେଟ୍ ଆକ୍ରମଣ ଆରମ୍ଭ କରିଛି। ଏହା ସହିତ ହିଜବୁଲ ମଧ୍ୟ ଏକ ବଡ଼ ଧରଣର ସାମରିକ ଅପରେସନ ପାଇଁ ଘୋଷଣା କରିଛି। ହିଜବୁଲ ଦ୍ବାରା ଜାରି ଏକ ବିବୃତିରେ କୁହାଯାଇଛି ଯେ ଇସ୍ରାଏଲର ଗୁରୁତ୍ୱପୂର୍ଣ୍ଣ ସାମରିକ ଶିବିରକୁ ଟାର୍ଗେଟ କରିବା ପାଇଁ ବିସ୍ଫୋରକ ଲୋଡ୍ ଡ୍ରୋନ୍ ଆକ୍ରମଣ ଆରମ୍ଭ କରାଯାଇଛି। ହିଜବୁଲ ଇସ୍ରାଏଲ ଉପରେ ୩୨୦ରୁ ଅଧିକ କାତ୍ୟୁଷା ରକେଟ୍ ମାଡ଼ କରିଥିବା ଦାବି କରିଛି। ଜେରୁଜେଲମ୍…