
ଗୁଜରାଟରେ ପ୍ରବଳ ବର୍ଷା; ୩ ମୃତ, ୨୦ ହଜାରରୁ ଅଧିକ ସ୍ଥାନାନ୍ତର
ଗୁଜରାଟରେ ଜାରି ରହିଛି ପ୍ରବଳ ବର୍ଷା। ଦୁଇ ଦିନ ହେବ ଲଗାଣ ବର୍ଷା ପରେ ସବୁଠି ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। କାନ୍ଥ ଭୁଶୁଡ଼ି କିମ୍ବା ଅନ୍ୟାନ୍ୟ କାରଣରୁ ତିନି ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୨୦ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଆଗାମୀ କିଛି ଦିନ ମଧ୍ୟ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଭାରତ ପାଣିପାଗ ବିଭାଗ (IMD) ସୂଚନା ଅନୁଯାୟୀ, ଅଗଷ୍ଟ ୨୯ ତାରିଖ ସକାଳ…