onl1

ଷ୍ଟକ୍ ବଜାର‌ରେ ଝଡ଼: ଉଡ଼ିଗଲା ୧୭ ଲକ୍ଷ କୋଟି

ମୁମ୍ବାଇ: ଆମେରିକା ଅର୍ଥନୀତି ପ୍ରତି ମାନ୍ଦାବସ୍ଥା ବିପଦ ଏବଂ ଇରାନ୍ ଓ ଇସ୍ରାଏଲ୍‌ ମଧ୍ୟରେ ଯୁଦ୍ଧ ଆଶଙ୍କା ସାରା ବିଶ୍ବର ଷ୍ଟକ୍ ବଜାରକୁ ଦୋହଲାଇ ଦେଇଛି। କେବଳ ଭାରତ ନୁହେଁ, ବିଶ୍ବର ପ୍ରାୟ ସବୁ ପ୍ରମୁଖ ଷ୍ଟକ୍ ବଜାରରେ ନିବେଶକମାନେ କ୍ଷତି ସହିଛନ୍ତି। ବହୁ ନିବେଶକ ଭୟଭୀତ ହୋଇ ନିଜ ପାଖରେ ଥିବା ସେୟାର ବିକ୍ରି କରିଛନ୍ତି। ଆମେରିକାରୁ ଆରମ୍ଭ ହୋଇଥିବା ଏହି ଝଡ଼ ଜାପାନ, ଅଷ୍ଟ୍ରେଲିଆ, ଦକ୍ଷିଣ କୋରିଆ, ଭାରତ ଆଦି ଦେଶକୁ ବ୍ୟାପିଛି। ଝଡ଼ର…

Read More
on2

ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ: ୮.୫% ଅଭିବୃଦ୍ଧି ଲକ୍ଷ୍ୟ

ଯୋଜନା ଓ ସଂଯୋଜନ ବିଭାଗ ଦ୍ବାରା ପ୍ରକାଶ ପାଇଥିବା ରାଜ୍ୟ ଅର୍ଥନୈତିକ ସର୍ଭେର ଆକଳନ ଅନୁସାରେ, ଆର୍ଥିକବର୍ଷ ୨୦୨୩-୨୪ ପାଇଁ ରାଜ୍ୟର ଅର୍ଥନୀତି ୮.୫ ପ୍ରତିଶତ ଅଭିବୃଦ୍ଧି ହାସଲ କରିବ । ଏହି ହାର ଗତ ଅର୍ଥାତ ଆର୍ଥିକବର୍ଷ ୨୦୨୨-୨୩ ରେ ୭.୯ ପ୍ରତିଶତ ରହିଥିଲା । ସେହିପରି ରାଜ୍ୟରେ ମୁଣ୍ଡପିଛା ଆୟ ୨୦୨୩-୨୪ ଆର୍ଥିକ ବର୍ଷରେ ୧,୬୧,୪୩୭ ଟଙ୍କାରେ ପହଞ୍ଚିଛି । ଯାହା ଜାତୀୟ ମୁଣ୍ଡପିଛା ଆୟର ହାର ଠାରୁ ପ୍ରାୟ 12 ପ୍ରତିଶତ ତଳେ…

Read More